ଆଜିଠୁ ବଢିବ ଟ୍ରେନ ଟିକଟ ମୂଲ୍ୟ

ଭାରତୀୟ ରେଳ ବିଭାଗ ସୋମବାର ଟ୍ରେନ୍‌ ଟିକଟ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। ଜୁଲାଇ ୧ରୁ ଏହି ବର୍ଦ୍ଧିତ ଭଡ଼ା ଲାଗୁ ହେବ। ଯାତ୍ରୀ ସେବା ଉନ୍ନତ କରିବା ଓ ଯାତ୍ରୀ ଭଡ଼ା ଗଣନାକୁ ସରଳ କରିବା ପାଇଁ ଟିକଟ ମୂଲ୍ୟ ବୃଦ୍ଧି କରାଯାଇଛି। ତେବେ ଲୋକାଲ (ଉପନଗରୀୟ) ଟ୍ରେନ୍‌ ଭଡ଼ା ଓ ମାସିକ ଟିକଟ ଭଡ଼ା…

୫ ଜୁଲାଇ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି। ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ।…

ଆଜିର ରାଶିଫଳ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ। ବୃଷ: ଆପଣ ଶାସ୍ତ୍ରପଟୁ ପୁଣ୍ୟଦେହୀ ସୁବର୍ଣ୍ଣାଦି ଯୁକ୍ତ ରୂପବାନ୍‌ ଓ ରାଜବଂଶ ପୂଜିତ…

ଶରଧାବାଲିରେ ପହଂଚିଲା ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ

ଗୁଣ୍ଡିଚା ମନ୍ଦିର ଆଗରେ ତାଳଧ୍ୱଜ ରଥ ଲାଗିଥିବାବେଳେ ଘଣ୍ଟ, ହୁଳହୁଳି ଓ ହରିବୋଲ ଶବ୍ଦରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ | ବଡ଼କଥା ଯେ ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭରୁ ଭୀଷଣ ସମସ୍ୟା ଦେଖାଦେଇଥିଲା। ବାରମ୍ବାର ମୋଡ଼ ନେଇଥିଲା। ଫାଳି ଲାଗିବା ପରେ ବି ବିଶେଷ ପରିବର୍ତ୍ତନ…

ଶରଧାବାଲି ଅଭିମୁଖେ ପୁଣି ଗଡ଼ିଲେ ତିନି ରଥ

ଆଜି ସକାଳ ସାଢେ ୯ ଟାରୁ ପୁଣି  ରଥଟଣା ଆରମ୍ଭ ହୋଇଛି। ଗତକାଲି ବଡ଼ ଦାଣ୍ଡରେ ନନ୍ଦିଘୋଷ ରଥ ଟଣା ହୋଇପାରିନଥିଲା ।  ସଂଧ୍ୟା ୭ଟା ୪୧ରେ ରଥଟଣା କିଛି ବାଟ ହୋଇ ବନ୍ଦ ହୋଇଥିଲା। ବଳଗଣ୍ଡି ଛକରେ ଅଟକିଥିଲା ବଳଭଦ୍ରଙ୍କ ରଥ। ମରିଚିକୋଟ ଛକରେ ଅଟକିଥିଲା ମା ସୁଭଦ୍ରାଙ୍କ ରଥ। ସିଂହଦ୍ଵାର…

ଭାରତ-ଆମେରିକା ଭିତରେ ହେବ ବଡ଼ ଟ୍ରେଡ୍ ଡିଲ୍

ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଚୁକ୍ତି ହୋଇପାରେ ବୋଲି ଟ୍ରମ୍ପ କହିଛନ୍ତି  ।  ଏହି ଚୁକ୍ତି ବିଷୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଏକ ସଙ୍କେତ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି, ଚୀନ ସହିତ ଚୁକ୍ତି ହୋଇଛି । ସମସ୍ତ ଦେଶ ସହିତ ହେବନି କିନ୍ତୁ…

ସାଢେ ୪ଟାରୁ ରଥଟଣା

ଶ୍ରୀଜିଉଙ୍କ ୯ ଦିନିଆ ରଥଯାତ୍ରା ଆରମ୍ଭ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି ଶ୍ରୀକ୍ଷେତ୍ରକୁ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି। ସାଢେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ…

ଶ୍ରୀଜିଉଙ୍କ ଧାଡ଼ି ପହଣ୍ଡି ଚାଲିଛି

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ।  ପବିତ୍ର ରଥଯାତ୍ରା ଅବସରରେ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ଏହାରି ମଧ୍ୟରେ ଶ୍ରୀଜିଉଙ୍କ ଧାଡ଼ି ପହଣ୍ଡି ଆରମ୍ଭ ହୋଇଛି । ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ…

ରଥଯାତ୍ରାରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପବିତ୍ର ଘୋଷଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମଡିଆ ଏକ୍ସରେ ପୋଷ୍ଟ କରି ମହାମହିମ ଲେଖିଛନ୍ତି- ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ…

ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରଥଯାତ୍ରା ପୂର୍ବ ଦିନ ଅର୍ଥାତ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ…