ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା
କୋରାପୁଟ ଜିଲ୍ଲା ଆଜିଠୁ ନକ୍ସଲମୁକ୍ତ ହୋଇଛି। ଏ ନେଇ ଆଜି ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ। ଏସିଏମ୍ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି। ମମତାଙ୍କ ଆତ୍ମସମର୍ପଣ ପରେ କୋରାପୁଟ ନକ୍ସଲମୁକ୍ତ ହେଲା ବୋଲି…