ଶ୍ରୀଜିଉଙ୍କ ଧାଡ଼ି ପହଣ୍ଡି ଚାଲିଛି

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ।  ପବିତ୍ର ରଥଯାତ୍ରା ଅବସରରେ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ଏହାରି ମଧ୍ୟରେ ଶ୍ରୀଜିଉଙ୍କ ଧାଡ଼ି ପହଣ୍ଡି ଆରମ୍ଭ ହୋଇଛି । ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ…

ରଥଯାତ୍ରାରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପବିତ୍ର ଘୋଷଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମଡିଆ ଏକ୍ସରେ ପୋଷ୍ଟ କରି ମହାମହିମ ଲେଖିଛନ୍ତି- ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ…

ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରଥଯାତ୍ରା ପୂର୍ବ ଦିନ ଅର୍ଥାତ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ…

ଜାଣନ୍ତୁ ରାତିରେ କଦଳୀ ଖାଇବା କାହିଁକି ମନା

କଦଳୀ ଏକ ସ୍ବାସ୍ଥୋପଯୋଗୀ ଫଳ। ଏଥିରେ ୨୫ ପ୍ରତିଶତ ସୁଗାର ରହିଥାଏ, ଯାହା ଶରୀରର ଆବଶ୍ୟକତାକୁ ପୂରଣ କରିବାରେ ସାହାଯ୍ୟ କରିଥାଏ। ଦିନ ତମାମ ପରିଶ୍ରମ ପରେ ଶରୀରକୁ ଆବଶ୍ୟକ ଶକ୍ତି କଦଳୀରୁ ମିଳିଥାଏ। ଏଥିରେ ଆଇରନ ମାତ୍ରା ଭରପୂର ରହିଥାଏ। ଏହା ଶରୀରରେ ହିମୋଗ୍ଲୋବିନ୍‌ ମାତ୍ରାକୁ ବଢ଼ାଇଥାଏ।…

ପୁଣି ଥରେ ଯୁଦ୍ଧ ଅଟକାଇଥିବା ଦାବି କଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଦାବି କରିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ତାଙ୍କ ମଧ୍ୟସ୍ଥତା ଯୋଗୁ ହୋଇଛି। ଭାରତ ତାଙ୍କ ଦ୍ୱାରା ବାରମ୍ବାର ସମାନ ଦାବିକୁ ଖଣ୍ଡନ କରିବା ପରେ ବି ଟ୍ରମ୍ପ୍‌ ମିଛ ଡୁଙ୍ଗୁରା ପିଟି ଚାଲିଛନ୍ତି।…

ଓଡ଼ିଶା ହେବ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ- ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ନିଶା ନିବାରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବା ପାଇଁ ଏକ  ଅଭିଯାନ ଆରମ୍ଭ କରିଛନ୍ତି। ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗୁରୁବାର ଘୋଷଣା କରିଛନ୍ତି ଯେ, ରାଜ୍ୟ ସାରା ଗଞ୍ଜେଇ ଚାଷ ଏବଂ ଏହାର ଅବୈଧ ବାଣିଜ୍ୟକୁ ଦୂର…

ମହାକାଶରୁ ପୃଥିବୀ କିପରି ଦେଖାଯାଉଛି ତାହାର ଏକ ଫଟୋ ପଠାଇଛନ୍ତି ଶୁଭାଂଶୁ

ଭାରତୀୟ ବାୟୁସେନାର ପାଇଲଟ ଶୁଭାଂଶୁ ଶୁକ୍ଳା ମହାକାଶ ଅଭିଯାନରେ ଯାଇଛନ୍ତି। ଆମେରିକୀୟ ବାଣିଜ୍ୟିକ ମହାକାଶ କମ୍ପାନୀ ‘ଅକ୍ସିଅମ୍‌’ର ଅକ୍ସିଅମ୍‌-୪ ମହାକାଶ ଯାନରେ ଶୁଭାଂଶୁ ଅନ୍ୟ ୩ ଜଣ ମହାକାଶଚାରୀଙ୍କ ସହିତ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ(ଆଇଏସଏସ) ଅଭିମୁଖେ ଉଡ଼ାଣ ଭରିଛନ୍ତି। ନାସାର…

ଟାକ୍ସ ଫ୍ରି ହୋଇପାରେ ଓଡ଼ିଆ ଚଳଚ୍ଚିତ୍ର ‘ଅନନ୍ତା’

ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁବର୍ଣ୍ଣ ଯୁଗ ଫେରିଛିl ଓଡ଼ିଆ ଚଳଚ୍ଚିତ୍ର ଦେଖିବା ପାଇଁ ଯୁବପିଢ଼ିଙ୍କର ଲମ୍ବା ଧାଡ଼ି ଲମ୍ବିଛିl ପ୍ରେକ୍ଷାଳୟ ଭିତରେ ବାହାରେ ସବୁଠି ଗହଳି ଦେଖିବାକୁ ମିଳୁଛିl ରଜ ପରେବି ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶିତ ଏବଂ ସବ୍ୟସାଚୀ ମିଶ୍ରଙ୍କ ଅଭିନୀତ ଓଡ଼ିଆ…

ଭାରତ ଛାଡ଼ିବେ ୩୫୦୦ ଧନୀ

ଚଳିତ ବର୍ଷ ବିଶ୍ବର ବିଭିନ୍ନ ଦେଶରୁ ୧,୪୨,୦୦୦ ମିଲିଓନେୟାର (ଧନୀ ବ୍ୟକ୍ତି) ନିଜ ଦେଶ ଛାଡ଼ି ଅନ୍ୟତ୍ର ଯି‌ବେ। ଭାରତରୁ ୩୫୦୦ ଧନୀ ଅନ୍ୟ ଦେଶକୁ ଯିବେ। ଅବଶ୍ୟ ୨୦୨୪ରେ ଭାରତରୁ ଯାଇଥିବା ୪୩୦୦ ଧନୀଙ୍କ ତୁଳନାରେ ଏହି ସଂଖ୍ୟା କମ୍। ହେନ୍‌ଲି ପ୍ରାଇଭେଟ୍ ୱେଲ୍‌ଥ ମାଇଗ୍ରେସନ୍ ରିପୋର୍ଟ ୨୦୨୫…

ଚଳିତ ବର୍ଷ ନଭେମ୍ବରରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ ଅନୁଷ୍ଠିତ ହେବ

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ ଚଳିତ ବର୍ଷ ନଭେମ୍ବରରେ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହେବ। ଚଳିତ ବର୍ଷ ୨୦୦ରୁ ଅଧିକ ବିଶ୍ୱବିଦ୍ୟାଳୟରୁ ୪ ହଜାରରୁ ଅଧିକ ଖେଳାଳି ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି, ଯେଉଁମାନେ ୨୦ଟି ବିଭାଗରେ ପ୍ରତିଯୋଗିତା କରିବେ। ଯୁବ ବ୍ୟାପାର ଏବଂ…