ଲୋକପ୍ରିୟ ଓଡ଼ିଆ ହାସ୍ୟ ଅଭିନେତା ଗୁଲୁଆଙ୍କୁ ମିଳିଛି ହତ୍ୟା ଧମକ , ସୋସିଆଲ ମିଡିଆରେ କଲେ ପୋଷ୍ଟ
ଲୋକପ୍ରିୟ ଓଡ଼ିଆ ହାସ୍ୟ ଅଭିନେତା ଗୁଲୁଆଙ୍କ ଜୀବନ ପ୍ରତି ବିପଦ। ଏନେଇ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ସେ ଜଣାଇବା ସହ ପ୍ରଶାସନଠାରୁ ତୁରନ୍ତ ସାହାଯ୍ୟ ଲୋଡ଼ିଛନ୍ତି। ଭିଡିଓରେ ଗୁଲୁଆ ଅଭିଯୋଗ କରିଛନ୍ତି ଯେ କିଛି ଲୋକ ତାଙ୍କୁ ଧମକ ଦେଉଛନ୍ତି। ପ୍ରଥମେ କୋଟିଏ ଟଙ୍କା ମାଗିଥିଲେ ଏବେ…