ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାଲି ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ
ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ…