ଆସିଲା ନୂଆ ଅବକାରୀ ନୀତି ,ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବ ନାହିଁ
ରାଜ୍ୟରେ ଆସିଲା ନୂଆ ଅବକାରୀ ନୀତି । ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି, କିମ୍ବା ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ଏହି ନୀତି ଅଧିନରେ ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ…