ଚୈତ୍ର ମଙ୍ଗଳବାରର ତୃତୀୟ ପାଳି , ମହାସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ତାରାତାରିଣୀ

ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହୋଇ ଉଠିଛି । ମା’ଙ୍କ ଦର୍ଶନ କରିବା ନିମନ୍ତେ ମଧ୍ଯରାତ୍ରରୁ ପୀଠରେ ଭକ୍ତଙ୍କ ଭିଡ଼ ଲାଗିରହିଛି ।…

ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ

ଆମ୍ବସଢା ଆଳରେ ଗଞ୍ଜେଇ ଚାଲାଣ । ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ । ବ୍ୟାଙ୍କକରୁ ଭୁବନେଶ୍ବର ଚାଲାଣବେଳେ ମାଡ଼ି ବସିଲା DR I । ଟ୍ରଲି ବ୍ୟାଗରେ ସିକ୍ରେଟ ଚାମ୍ବରରେ ରଖି ଚାଲାଣ କରାଯାଉଥିଲା । ଚଢାଉରେ ଦୁଇ ଜଣ ତାମିଲନାଡୁର ପାସେଞ୍ଜରକୁ ଧରିଛି DRI ଟିମ୍…

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ,ଦିନ ୧୧ ରୁ ଅପରାହ୍ନ ୩ ଟା ଯାଏ କାମ ବନ୍ଦ ନିର୍ଦ୍ଦେଶ

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ । ଦିନ ୧୧ ରୁ ଅପରାହ୍ନ ୩ ଟା ଯାଏ କାମ ବନ୍ଦ ନିର୍ଦ୍ଦେଶ । ଏପ୍ରିଲ ୧ ତାରିଖରୁ ଜୁନ ମାସ ୧୫ ତାରିଖ ପର୍ଯ୍ୟନ୍ତ ଏହି ଗାଇଡଲାଇନ ବଳବତ୍ତର ରହିବ । ଚଳିତ ବର୍ଷ ଏପ୍ରିଲ ମାସରେ ରୌଦ୍ରତାପ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଗ୍ରୀଷ୍ମ ଋତୁରେ…

ଆଜିର ରାଶିଫଳ

ମେଷ:-ବେପାରରେ ପ୍ରତିଦିନ ଅପେକ୍ଷା ଅଧିକ ଲାଭ ହେବ। ଚାକିରିଜୀବୀଙ୍କ ଲାଗି ଦିନଟି ଆରାମ ଦାୟକ ରହିବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ପିଲା ମାଆ ସହିତ ଉଦ୍ୟାନକୁ ବୁଲି ଯିବେ। ବୃଷ:-କୌଣସି ବନ୍ଧୁ ମାଧ୍ୟମରେ ବେପାରରେ ଲାଭ ହେବ। ଚାକିରି ବଦଳାଇବାକୁ ଚାହୁଁଥିଲେ କିଛି ଦିନ ଅପେକ୍ଷା…

ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ -ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ । ମାଓନେତା ଶ୍ରୁକ୍ରୁ ନେତୃତ୍ବରେ ଓଡ଼ିଶାରେ ୧୫ ମାଓବାଦୀ ସକ୍ରିୟ ଅଛନ୍ତି । କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏହି ମାଓବାଦୀମାନେ ସକ୍ରିୟ ଅଛନ୍ତି । ବିଧାନଭାରେ ଏକ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତରରେ ସୂଚନା…

ପଶ୍ଚିମବଙ୍ଗର ୩୬ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଓଡ଼ିଶା ବିଜେପି ନେତାଙ୍କୁ ମିଳିଲା ଦାୟିତ୍ଵ

ବିଜେପିର ବଙ୍ଗ ଦଖଲ ମିଶନ । ପଶ୍ଚିମବଙ୍ଗ ଜଗିବେ ଓଡ଼ିଶା ନେତା । ପଶ୍ଚିମବଙ୍ଗ ନିର୍ବାଚନ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଦେଲେ ବଡ଼ ସୂଚନା । ପଶ୍ଚିମବଙ୍ଗର ୩୬ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଓଡ଼ିଶା ବିଜେପି ନେତାଙ୍କୁ ଦାୟିତ୍ଵ ଦିଆଯାଇଛି । ଓଡ଼ିଶାର ବିଜେପି ବିଧାୟକ,…

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ ବୟାନ,ଇରାନ ବିରୋଧରେ ଆକ୍ରମଣକୁ ସ୍ଥଗିତ ରଖିଲା…

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ ବୟାନ। ଇରାନ ବିରୋଧରେ ଆକ୍ରମଣକୁ ସ୍ଥଗିତ ରଖିଲା ଆମେରିକା।  ୱାଶିଂଟନ ଏବଂ ତେହେରାନ ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ସଂଘର୍ଷର ପୂର୍ଣ୍ଣ ସମାଧାନ ପାଇଁ ଉଦ୍ୟମ ଚାଲିଥିବା ନେଇ ଟ୍ରମ୍ପ ସୂଚନା ଦେଇଛନ୍ତି।  ଇରାନର…

ଆମ ଶରୀରର ଅନେକ ରୋଗକୁ ଦୂରେଇ ରଖିବାରେ ସାହାଯ୍ୟ କରିଥାଏ ପିସ୍ତାବାଦାମ

ଶରୀରକୁ ସୁସ୍ଥ ରଖିବା ପାଇଁ ପ୍ରତିଦିନ କିଛି ଡ୍ରାଏ ଫ୍ରୁଟ୍ସ ଖାଇବା ଉଚିତ । ପିସ୍ତାବାଦାମ ଏକ ଏପରି ଡ୍ରାଏ ଫ୍ରୁଟ ଯାହା ଖାଇବା ପାଇଁ ସ୍ୱାଦିଷ୍ଟ ହେବା ସହ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ପିସ୍ତାବାଦାମରେ ଭରପୂର ମାତ୍ରାରେ ପୋଷକତତ୍ତ୍ୱ ରହିଥାଏ । ଯାହା ଆମ ଶରୀରର…

ପାକିସ୍ତାନ ସୁପର ଲିଗ୍ ଅଧାରୁ ଛାଡ଼ି ଆଇପିଏଲ୍ ରେ ଯୋଗ ଦେଉଥିବାରୁ ଖେଳାଳିଙ୍କ ଉପରେ ପ୍ରବଳ କ୍ରୋଧ ପ୍ରକାଶ କରିଛନ୍ତି…

ଆଇପିଏଲ୍ ପାଇଁ ପିଏସଏଲ୍ ଛାଡିଲେ ବିଦେଶୀ ଖେଳାଳି  ।  ପିସିବି ଅଧ୍ୟକ୍ଷ ମୋହସିନ ନକଭିଙ୍କ କଡ଼ା ଚେତାବନୀ । ପାକିସ୍ତାନ ସୁପର ଲିଗ୍ ଅଧାରୁ ଛାଡ଼ି ଆଇପିଏଲ୍ ରେ ଯୋଗ ଦେଉଥିବାରୁ ଖେଳାଳିଙ୍କ ଉପରେ ପ୍ରବଳ କ୍ରୋଧ ପ୍ରକାଶ କରିଛନ୍ତି ପିସିବି ଅଧ୍ୟକ୍ଷ ମୋହସିନ ନକଭି । ନିକଟରେ ଶ୍ରୀଲଙ୍କାର…

ଯୁଦ୍ଧ ଯୋଗୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସ୍ଥିତି ଖରାପ ହେବାର ସମ୍ଭାବନା ରହିଛି,ଏକଜୁଟ ହୋଇ ସମସ୍ୟାର ସାମ୍ନା କରିବାକୁ…

ପଶ୍ଚିମ ଏସିଆରେ ଜାରି ସଙ୍କଟ ଉପରେ ସୋମବାର ଲୋକସଭାରେ ବକ୍ତବ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ସମୟରେ ପ୍ରଧାନମନ୍ତ୍ରୀ ଏକଜୁଟ ହୋଇ ସମସ୍ୟାର ସାମ୍ନା କରିବାକୁ ଦେଶବାସୀଙ୍କୁ ଅପିଲ କରିଛନ୍ତି।  ଲେଭାସଭାରେ ପିଏମ  କହିଛନ୍ତି, ‘‘ ଯେଉଁଭଳି ଭାବରେ କରୋନା ସମୟରେ ଆମେ…