ଆଜି ରଜ ସଂକ୍ରାନ୍ତି
ଆଜି ଓଡ଼ିଶାର ଗଣପର୍ବ ରଜ। ଗତକାଲି ପହିଲି ରଜ ଥିବା ବେଳେ ଆଜି ରଜ ସଂକ୍ରାନ୍ତି। ଏଥିଲାଗି ସହରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ। ତିନିଦିନିଆ ରଜ ଉତ୍ସବର ପ୍ରମୁଖ ଦିନ। ରଜ ସଂକ୍ରାନ୍ତିରେ ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ । ସହରର ବିଭିନ୍ନ ପାର୍କରେ ଦୋଳି, ପାନ ଓ ପିଠା …