ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି । ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା । ରୂପାଣୀ ପତ୍ନୀ ଓ ପୁଅ, ଝିଅଙ୍କୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ ।…