ବେଙ୍ଗାଲୁରୁ ଦଳାଚକଟା – ଆରସିବିର ମାର୍କେଟିଂ ମୁଖ୍ୟ ନିଖିଲ ସୋସାଲେଙ୍କୁ ଗିରଫ
ଜୁନ୍ ୪ ତାରିଖରେ ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ହୋଇଥିବା ଦଳାଚକଟା ଘଟଣାରେ ଦୀର୍ଘ ୨ ଦିନ ପରେ ବେଙ୍ଗାଲୁରୁ ପୁଲିସ୍ ଆରସିବିର ମାର୍କେଟିଂ ମୁଖ୍ୟ ନିଖିଲ ସୋସାଲେଙ୍କୁ ଗିରଫ କରିଛି। ସେ ମୁମ୍ବାଇ ଯାଉଥିବା ବେଳେ ଡିଆଜିଓ ଇଣ୍ଡିଆରେ ଆରସିବିର ମାର୍କେଟିଂ ଏବଂ ରାଜସ୍ୱ ମୁଖ୍ୟ…