ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ

ସୂତ୍ର ଅନୁସାରେ ଲୋକସଭାର ୧୩୦ ଓ ରାଜ୍ୟସଭାର ୬୩ ଜଣ ସାଂସଦ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କରିଛନ୍ତି। ଏହି ନୋଟିସ୍ ୧୩ ମାର୍ଚ୍ଚ ଶୁକ୍ରବାର ସଂସଦର କୌଣସି ସଦନରେ ଉପସ୍ଥାପିତ ହୋଇପାରେ। ତେବେ ଏହା କେଉଁ ସଦନରେ ଉପସ୍ଥାପିତ ହେବ ତାହା…

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ

ବର୍ତ୍ତମାନ ଯୁବପିଢ଼ିଙ୍କ ମଧ୍ୟରେ ଛାଡ଼ପତ୍ର ସମସ୍ୟା ବହୁଳ ମାତ୍ରାରେ ବଢ଼ିଯାଇଛି । ସ୍ୱାମୀ-ସ୍ତ୍ରୀ ଉଭୟଙ୍କ ମଧ୍ୟରେ ବୁଝାମଣାର ଅଭାବ । ଉଭୟ ଉଭୟଙ୍କ ପ୍ରତି ଦୋଷାରୋପ କରିବା, ପରସ୍ପର ପ୍ରତି ସନ୍ଦେହ ଯୋଗୁଁ ଛାଡ଼ପତ୍ର ସଂଖ୍ୟା ଦିନକୁ ଦିନ ବଢ଼ୁଛି । ଅଳ୍ପ କିଛି ମାମଲାରେ ସତ୍ୟତା ଥାଇପାରେ ।…

ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା

ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଅଧିକରୁ ଅଧିକ ଗୁରୁତ୍ବ ଦେଇ କେନ୍ଦ୍ର ସରକାର ଓଡ଼ିଶା ସହିତ ଆସାମ ଓ ତେଲେଙ୍ଗାନାକୁ ସଂଯୋଗ କରିବା ପାଇଁ ଏକ ନୂଆ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ ଦେଇଛନ୍ତି । ଏହା ସହିତ ଦୁଇଟି ସ୍ବତନ୍ତ୍ର ରେଳସେବାକୁ ନିୟମିତ ରେଳସେବାରେ ପରିଣତ କରିବା…

ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ…

ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ । ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଚାଲିପାରିଲାନି ଗୃହ। ଦିନ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି ।  ବିଧାନସଭା ପ୍ରଶ୍ନକାଳରୁ ହିଁ ହଙ୍ଗାମା ହୋଇଥିଲା। ଗ୍ୟାସ୍‌ ପ୍ରସଙ୍ଗରେ  ହୋହଲ୍ଲା କରିଥିଲେ ବିରୋଧୀ ।ପ୍ଲାକାର୍ଡ ଧରି ଜୋରଦାର…

ରାଜ୍ୟରେ ଆଜିଠାରୁ ବଢିବ ତାତି,ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି

ରାଜ୍ୟରେ ଆଜିଠାରୁ ବଢିବ ତାତି ।  ଆହୁରି ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା ।  ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି ।  ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି ।  ୩୯ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୧୩ଟି ସହରରେ ଦିନ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି ।…

ଜାଣନ୍ତୁ ରାଶି ଅନୁସାରେ କିପରି କଟିବ ଆଜିର ଦିନ

ମେଷ: ଆପଣଙ୍କ କାମରେ ଥିବା ବାଧା ଦୂର ହେବ ଏବଂ ପ୍ରଗତି ପାଇଁ ପଥ ମିଳିପାରିବ । ଆପଣଙ୍କ କାମକୁ ପ୍ରାଥମିକତା ଦିଅନ୍ତୁ । ବ୍ୟବସାୟରେ ବାଧା ମାନସିକ ଅଶାନ୍ତି ସୃଷ୍ଟି କରିବ । ଯାତ୍ରାର ଦୀର୍ଘକାଳୀନ ଫଳାଫଳ ମିଳିବ । ସୁବିଧା ଏବଂ ସମନ୍ୱୟ ବଜାୟ ରଖିବା ଦ୍ୱାରା ଆପଣଙ୍କ କାମରେ ପ୍ରଗତି ହେବ ।…

ନିଜ ବିଧାୟକଙ୍କ ପାଇଁ ହୁଇପ୍ ଜାରି କଲା ବିଜେଡ଼ି,ଭୁବନେଶ୍ଵର ନ ଛାଡ଼ିବାକୁ ଦଳ ସୁପ୍ରିମ ନିଜ ବିଧାୟକଙ୍କୁ ସଫା ସଫା ଜଣାଇ…

ରାଜ୍ୟସଭା ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି, ଓଡ଼ିଶା ରାଜନୀତି ଆହୁରି ରୋଚକ ହୋଇ ଚାଲିଛି। ଚତୁର୍ଥ ସିଟ୍ ପାଇଁ ଚାଲିଥିବା ରାଜନୀତିର ଗୋଟି ଚାଳନା ବୋଧହୁଏ ଓଡ଼ିଶା ରାଜନୀତିରେ ବିଗତ ଦୁଇ ଦଶନ୍ଧିରେ ଦେଖିବାକୁ ମିଳି ନ ଥିଲା। ଚତୁର୍ଥ ଆସନ ପାଇଁ ଶାସକ ବିଜେପି ଓ ଦୁଇ ବିରୋଧୀ…

ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ଭୁଶୁଡୁଛି ଲାଲଗଡ । ଧୀରେ ଧୀରେ ଅସ୍ତ୍ର ଛାଡିଲେନି ମାଓ ନେତା । ଏହିକ୍ରମରେ ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୭ ଜଣ ମହିଳା ଓ ତିନି ଜଣ ପୁରୁଷ ରହିଛନ୍ତି ।କେନ୍ଦ୍ର ସରକାର ମାର୍ଚ୍ଚ ୩୧ ସୁଦ୍ଧା…

ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ସାଂସଦ ତଥା ପୂର୍ବତନ ବାଲେଶ୍ୱର ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା

ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ସାଂସଦ ତଥା ପୂର୍ବତନ ବାଲେଶ୍ୱର ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ରବୀନ୍ଦ୍ର ବିଜେପିରେ ଯୋଗଦେଲେ । ଏହି…

ଚଳିତ ମାସ ୨୮ ତାରିଖରୁ ଆରମ୍ଭ ହେବ ଆଇପିଏଲ,ପ୍ରଥମ ୨୦ ମ୍ୟାଚ୍‌ ଲାଗି ସୂଚୀ ଘୋଷିତ

ଚଳିତ ମାସ ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲର ପ୍ରଥମ ୨୦ ମ୍ୟାଚ୍‌ ଲାଗି ସୂଚୀ ବୁଧବାର ଘୋଷିତ ହୋଇଛି। ମେ’ ୩୧ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ଏହି ପ୍ରତିଯୋଗିତାରେ ‌୧୦ ଦଳ ଭାଗ‌ନେଉଥିଲା ‌ବେଳେ ମୋଟ ୮୪ ମ୍ୟାଚ୍‌ ଖେଳାଯିବ। ଆସାମ, ପଶ୍ଚିମବଙ୍ଗ, ତାମିଲନାଡ଼ୁ, କେରଳର…