ଆସନ୍ତା 4 ଦିନ ପ୍ରବଳ ଗୁଳୁଗୁଳି

ପ୍ରତିବର୍ଷ ସକ୍ରିୟ ମୌସୁମୀ ପରେ ୧୦ରୁ ୧୫ ଦିନ ‘ମୌସୁମୀ ବିରତି’ ହୋଇଥାଏ। ଏହି ସମୟରେ ପାଗ ମେଘମୁକ୍ତ ବା ଆଂଶିକ ମେଘୁଆ ରହିଥାଏ। ତାପମାତ୍ରା ବଢ଼ିବା ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହୋଇଥାଏ। ଏବେ ଏହି ମୌସୁମୀ ବିରତି ଚାଲିଛି। ମେ’ ୩୧ରୁ ରାଜ୍ୟରେ ମୌସୁମୀ ବର୍ଷା କମିଯାଇଛି। ଏବେ…

ଶର୍ମିଷ୍ଠା ପାନୋଲିଙ୍କ ବିରୋଧରେ ଅଭିଯୋଗ ଦାଖଲ କରିଥିବା ଅଭିଯୋଗକାରୀ ନିଖୋଜ

ପହଲଗାମ୍‌ ଆକ୍ରମଣର ପ୍ରତିଶୋଧ ଭାବେ ଆରମ୍ଭ ହୋଇଥିବା ‘ଅପରେସନ୍‌ ସିନ୍ଦୂର’ ସଂପର୍କରେ ଏକ ବିବାଦୀୟ ମନ୍ତବ୍ୟ ଦେଇ ଗିରଫ ‌ହୋଇଥିଲେ ଆଇନ୍‌ ଛାତ୍ରୀ ଶର୍ମିଷ୍ଠା ପାନୋଲି। ପୁଣେର ଏହି ଆଇନ୍‌ ଛାତ୍ରୀ ଜଣଙ୍କୁ ଗୁରୁବାର ରାତିରେ କୋଲକାତା ପୁଲିସ୍‌ ଗିରଫ କରିଛି। ତେବେ ଏହି ମାଲାକୁ ନେଇ ଏକ…

ସକ୍ରିୟ କରୋନା ୪ ହଜାର ନିକଟତର

ସୋମବାର ସକାଳେ ଭାରତରେ ସକ୍ରିୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୯୬୧ ଥିଲା ଏବଂ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୪୭ଟି ନୂଆ ମାମଲା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅନୁଯାୟୀ, ସମଗ୍ର ଦେଶରେ ୨୦୩ଟି ନୂଆ ମାମଲା ପଞ୍ଜୀକୃତ ହୋଇଛି। ଦିଲ୍ଲୀରେ ଆଉ…

ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର

ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଦିନ ୨ ଟା ୩୦ ସୁଦ୍ଧା ଭୁବନେଶ୍ଵରରେ ୩୯.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡାରେ ୩୯.୪ ଡିଗ୍ରୀ ପାରା ରହିଛି । ସମ୍ବଲପୁରରେ ୩୯ ଡିଗ୍ରୀ ରେକର୍ଡ ହୋଇଛି । ବାଲେଶ୍ଵରରେ ୩୮.୪, ହୀରାକୁଦରେ ୩୮.୪, ଚାନ୍ଦବାଲିରେ ୩୮,…

ମଦ ନୀତି ଅନୁଧ୍ୟାନ କରିବେ ସରକାର

ମଦକୁ ନେଇ ରାଜ୍ୟ ସରକାର ନୂଆ ନୀତି ଆଣିବେ । ପୂର୍ବରୁ କୁହାଯାଉଥିଲା ଆଉ ନୂଆ ମଦ ଦୋକାନ ଖୋଲିବ ନାହିଁ ।  ଓଡ଼ିଶାରେ ନୂତନ ମଦ ନୀତି ଆରମ୍ଭ ହେବା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ରାଜ୍ୟ ଅବକାରୀ ବିଭାଗ ଅନ୍ୟ ଚାରୋଟି ରାଜ୍ୟର ଅବକାରୀ ନୀତି ଅନୁଧ୍ୟାନ କରିବା ପାଇଁ…

ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି

ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ପୂର୍ବରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଆଉ ୨-୩ଟି କେସ ଆସିଛି। ସଂଖ୍ୟା ଢେର ଅଧିକ ବଢିନି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ପ୍ରଦାନ କରିଛନ୍ତି। କେବଳ ଗୁରୁତର ଆକ୍ରାନ୍ତଙ୍କ…

ବାପାଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହେଲେ ବାବୁସାନ୍

ଆଜି ମହୋଦଧିରେ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହୋଇଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ବାବୁସାନ୍ ।  ଚଳିତ ବର୍ଷ ଫେବ୍ରୁଆରି ୨୭ ତାରିଖରେ ବାବୁସାନଙ୍କ ବାପା ଉତ୍ତମ ମହାନ୍ତିଙ୍କର ପରଲୋକ ଘଟିଥିଲା । ଦିଲ୍ଲୀ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ…

ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୩ ବୃଦ୍ଧି

ଗୋଟିଏ ସପ୍ତାହ ମଧ୍ୟରେ ଭାରତରେ କୋଭିଡ କେସ୍ ୧୨୦୦ % ରୁ ଅଧିକ ବୃଦ୍ଧି ପାଇଛି। ଏହି ବୃଦ୍ଧିର କାରଣ କ’ଣ ? ଏବେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୭୫୮ ଥିବା ବେଳେ ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୩ ବୃଦ୍ଧି ପାଇଛି। କେରଳ, ମହାରାଷ୍ଟ୍ର ଏବଂ ଦିଲ୍ଲୀ ସଦ୍ୟତମ ଲହରରେ ସବୁଠାରୁ ଅଧିକ…

ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ

ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ…

ସିନ୍ଦୂର ଆମ ପରମ୍ପରା। ସିନ୍ଦୂର ନାରୀ ଶକ୍ତିର ପ୍ରତିକ – ମୋଦୀ

ମଧ୍ୟପ୍ରଦେଶର ଭୋପାଳରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ସେ ଲୋକମାତା ଦେବୀ ଅହଲ୍ୟାବାଇ ମହିଳା ସଶକ୍ତିକରଣ ମହାସମ୍ମିଳନୀରେ ସାମିଲ୍‌ ‌ହୋଇଛନ୍ତି। ଏହି ଆୟୋଜନ ଜବୁଁରି ‌ପଡ଼ିଆରେ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ସେଠାରେ ଭାରତୀୟ ନାରୀ ମଥାର ସିନ୍ଦୂରର ଶକ୍ତିକୁ…