ଛିଣ୍ଡିଲା ନୀଳଚକ୍ର ବାନା ,ଭକ୍ତ ଓ ବୁଦ୍ଧିଜୀବିଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର କଳ୍ପନା ଜଳ୍ପନା
ପୁଣି ଶ୍ରୀମନ୍ଦିର ନୀଳଚକ୍ରରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ନୀଳଚକ୍ରରୁ ଅଁଳା ବେଢ଼ା ଯାଏଁ ବାନା ବନ୍ଧା ଯାଉଥିବା ବେଳେ ବାନା ଛିଣ୍ଡି ଯାଇଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ଭକ୍ତ ଓ ବୁଦ୍ଧିଜୀବିଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର କଳ୍ପନା ଜଳ୍ପନା ଲାଗି ରହିଛି। ଆଜି…