୩୦ ମେ’ ରେ ସୂର୍ଯ୍ୟ ଓ ବୁଧ ଗୋଟିଏ ରାଶିରେ ରହିବେ, ୫ ରାଶି ବ୍ୟକ୍ତି ବିଶେଷ ଭାଗ୍ୟବାନ୍‌ ହେବେ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ବୁଧଙ୍କୁ ମିତ୍ର ଗ୍ରହ ବୋଲି କୁହାଯାଏ । ସୂର୍ଯ୍ୟଙ୍କୁ ସମସ୍ତ ଗ୍ରହଙ୍କ ରାଜା ବୋଲି କୁହାଯାଏ । ବୁଧଙ୍କୁ ରାଜକୁମାର କୁହାଯାଏ । ୨ଟି ଗ୍ରହ ଏକାଠି ହେବା ଦ୍ୱାରା ବିଶେଷ ସଂଯୋଗ ସହ ଅତ୍ୟନ୍ତ ଶୁଭ ସଂଯୋଗ ସୃଷ୍ଟି ହୋଇଥାଏ । ବୁଧ ବୁଦ୍ଧି, ତର୍କ,…

ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା

ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ଅଧିକ ଘନୀଭୂତ ହେବ। ମଙ୍ଗଳବାର ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୮ ତାରିଖରୁ ଉପକୂଳ ଓଡ଼ିଶା…

ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ,ଭାରତ ସହ ଆଲୋଚନା ପାଇଁ ରାଜି

ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତର କଡ଼ା ଆଭିମୁଖ୍ୟ ଆଗରେ ଭାଙ୍ଗିଲା ସେହବାଜ ସରିଫଙ୍କ ଗର୍ବ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ…

ମିଆଁମାରରେ ପୁଣି ଭୂକମ୍ପର ଝଟକା

ମିଆଁମାରରେ ପୁଣି ଭୂକମ୍ପର ଝଟକା । ଭୂକମ୍ପର କେନ୍ଦ୍ରସ୍ଥଳ ୧୦କିଲୋମିଟର ଗଭୀରତାରେ ରହିଛି । ଭୂକମ୍ପର ତୀବ୍ରତା ୩.୪ । ଏହି ତୀବ୍ରତାର ଭୂକମ୍ପ ସାଧାରଣତଃ ସାମାନ୍ୟ କ୍ଷୟକ୍ଷତିର ସମ୍ଭାବନା ଥାଏ । ସୂଚନାନୁଯାୟୀ, ମିଆଁମାରରେ ସାମାନ୍ୟ ଭୂକମ୍ପର ଝଟକା ପୁଣିଥରେ ମଙ୍ଗଳବାର ଦିନ ଅନୁଭୂତ…

ପ୍ରବଳ ବର୍ଷାରେ ବେହାଲ୍‌ ମୁମ୍ବାଇ ,୧୦୭ ବର୍ଷର ରେକର୍ଡ ଭାଙ୍ଗିଲା

ପ୍ରବଳ ବର୍ଷାରେ ବେହାଲ୍‌ ମୁମ୍ବାଇ । ଭାଙ୍ଗିଲା ୧୦୭ ବର୍ଷର ରେକର୍ଡ । ଠାଣେରୁ ରାୟଗଡ଼ ଯାଏ ଜାରି ହୋଇଛି ରେଡ ଆଲର୍ଟ । ଦାଦର, ପରେଲ, କୁର୍ଲାର ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସଡ଼କ, ରେଳ ଓ ବିମାନ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି । ମହାନଗରୀର ରାସ୍ତାଘାଟ, ରେଳଧାରଣା ଓ ବିମାନବନ୍ଦର ସମେତ…

ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ’

ଗୁଜରାଟ ଗସ୍ତର ଦ୍ବିତୀୟ ଦିନରେ ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ' ଏହି ରୋଡ ଶୋ ରେ ପ୍ରାୟ 30 ହଜାର ବିଜେପି କର୍ମୀ ପିଏମ ମୋଦିଙ୍କୁ ସ୍ବାଗତ ଜଣାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ଗୁଜରାଟ ସହରାଞ୍ଚଳ ବିକାଶର ୨୦ତମ ବାର୍ଷିକୀ ସମାରୋହରେ…

ମୁଣ୍ଡ ନୁଆଁଇଲା ପାକିସ୍ତାନ, ଶାନ୍ତି ଚାହୁଁଛି

କିଛି ଦିନ ହେଲା ଧମକ ଦେଉଥିବା ପାକିସ୍ତାନ ସ୍ବର ନରମ ପଡ଼ିଛି ।  ଯୁଦ୍ଧ ଧମକ ଦେଉଥିବା  ପାକିସ୍ତାନ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ।  ପାକ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଭାରତ ସହିତ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି। ତେହେରାନରୁ ଦିଆଯାଇଥିବା ଏହି…

କ୍ବାଲିଫାୟର-୧ରେ ଖେଳିବ ପଞ୍ଜାବ

ପଞ୍ଜାବ କିଙ୍ଗ୍ସ ପଏଣ୍ଟ୍ ଟେବୁଲ୍‌ ଶୀର୍ଷକୁ ଉଠିଥିବାରୁ କ୍ବାଲିଫାୟର-୧ରେ ଖେଳିବ ।  ଗୁରୁବାର କ୍ବାଲିଫାୟାର୍‌-୧ ଖେଳାଯିବ । ଗତକାଲି ପରାଜୟ ସହ ମୁମ୍ବାଇ ଚତୁର୍ଥ ସ୍ଥାନରେ ରହିଛି । ଗତକାଲି ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ୧୮୪ ରନ୍‌ କରିଥିଲା ।  ୧୮୫ ରନ୍‌ର ଲକ୍ଷ୍ୟକୁ…

ପାକ୍‌କୁ ମୋଦୀଙ୍କ ଚେତାବନୀ : ଆତଙ୍କବାଦୀ ପଠାଇଲେ ଗୁଳି ଖାଇବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଓ ପାକିସ୍ତାନର ଲକ୍ଷ୍ୟ ମଧ୍ୟରେ ପାର୍ଥକ୍ୟ ପ୍ରକାଶ କରି କହିଛନ୍ତି ଯେ ବିଭାଜନ ପରଠାରୁ ପାକିସ୍ତାନର ଏକମାତ୍ର ଲକ୍ଷ୍ୟ ହେଉଛି ଭାରତ ସହ ଶତ୍ରୁତା, ଭାରତକୁ ଘୃଣା କରିବା ଏବଂ ଆମର ପ୍ରଗତିକୁ ଅଟକାଇବାକୁ ଚେଷ୍ଟା କରିବା। କିନ୍ତୁ ଆମର କେବଳ ଗୋଟିଏ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ୩ ଗିରଫ

କାର୍ଯ୍ୟରତ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ଘଟଣାକୁ ରାଜ୍ୟବ୍ୟାପୀ ତୀବ୍ର ନିନ୍ଦା କରାଯାଇଛି। ବଲାଙ୍ଗୀର ପୁଲିସ ଏହି ମାମଲାରେ ଜଣେ ନାବାଳକ ସମେତ ୪ ଜଣଙ୍କୁ ଧରିଛି। ଗିରଫ ଅଭିଯୁକ୍ତମାନେ ହେଲେ କୁଲଥିପାଲି ଗାଁର ଅବିନାଶ ଦଳେଇ, ଗୁମର ନାଏକ ଓ ବଲାଙ୍ଗୀର ବରପାଲିପଡ଼ାର ଆଦିତ୍ୟ ଜେନା…