ବଢ଼ିଲା ସ୍କୁଲ ଛୁଟି ଅବଧି
ବଢ଼ିଲା ସ୍କୁଲ ଛୁଟି ଅବଧି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଛୁଟି ଅବଧି ବୃଦ୍ଧି କରାଯାଇଛି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରର ଛୁଟି ଅବଧି ବଢ଼ାଇଛନ୍ତି ଜିଲ୍ଲା…