ସୁନାର ଚଢ଼ା ଦର ମଧ୍ୟରେ ବି ଅକ୍ଷୟ ତୃତୀୟାରେ ବେଶ ସୁନା କିଣିଛନ୍ତି ଲୋକ,ରାଜ୍ୟରେ ୨ଶହ କୋଟି ଟଙ୍କାର ସୁନା ବିକ୍ରି
ସୁନାର ଚଢ଼ା ଦର ମଧ୍ୟରେ ବି ଅକ୍ଷୟ ତୃତୀୟାରେ ବେଶ ସୁନା କିଣିଛନ୍ତି ଲୋକ । ରାଜ୍ୟରେ ୨ଶହ କୋଟି ଟଙ୍କାର ସୁନା ବିକ୍ରି ହୋଇଛି । ପୂର୍ବବର୍ଷ ତୁଳନାରେ ଏ ବର୍ଷ ଅକ୍ଷୟ ତୃତୀୟରେ ସୁନା ଦର ହୋଇଯାଇଛି ୫୨ ହଜାର ଟଙ୍କାରୁ ଅଧିକ ମହଙ୍ଗା । ଏହାସତ୍ତ୍ୱେ ଲୋକେ ପରମ୍ପରାକୁ ଆଗେଇ ନେଇ ହାଲୁକା ଗହଣା…