୨୭ ରେ ଆସୁଛି ଲଘୁଚାପ
ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ଼, ସମ୍ବଲପୁର ଓ ଦେଓଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪…