ପ୍ରକାଶ ପାଇଲା JEE ମେନ୍ ୨୦୨୬ ସେସନ୍ ୨ ଫଳାଫଳ,୨୬ ଜଣ ପ୍ରାର୍ଥୀ ଟପ୍ପର
ପ୍ରକାଶ ପାଇଲା JEE ମେନ୍ ୨୦୨୬ ସେସନ୍ ୨ ଫଳାଫଳ । ସୋମବାର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ପରୀକ୍ଷା ଫଳ ଜାରି କରିଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ଅଫିସିଆଲ୍ JEE ମେନ୍ ୱେବସାଇଟ୍ jeemain.nta.nic.in ଏବଂ nta.ac.inରୁ ଫଳାଫଳ ଜାଣିପାରିବେ। JEE ମେନ୍ ୨୦୨୬ ସେସନ୍ ୨…