ଜ୍ୟୋତି ମାଲହୋତ୍ରା ଗିରଫ ପରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ଖୋଳତାଡ଼

ପାକିସ୍ତାନର ସ୍ପାଏ ଭାବେ କାର୍ଯ୍ୟ କରୁଥିଲେ ଜ୍ୟୋତି ମାଲହୋତ୍ରା ।  ହରିୟାଣାର  ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ ପରେ ତାଙ୍କୁ ନେଇ ଚର୍ଚା ଜୋର ଧରିଛି । ଏହାରି ମଧ୍ୟରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ପୋଲିସ ତନାଘନା ଆରମ୍ଭ କରିଛି  । ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା…

ଓଡ଼ିଶାରେ ଏନଆଇଏ କାର୍ଯ୍ୟାଳୟ

ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଓଡ଼ିଶା ଶାଖାକୁ ଥାନା ମାନ୍ୟତା ଦିଆଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ଭିଏସ୍‌ଏସ୍‌ ନଗରସ୍ଥିତ ବିଏସ୍‌ଏନ୍‌ଏଲ୍‌ କୋଠାରେ ପୂର୍ବରୁ ବ୍ରାଞ୍ଚ ଅଫିସ କାର୍ଯ୍ୟ କରୁଥିବାବେଳେ ଏହା ଏବେ ପୋଲିସ ଥାନା ଭାବେ…

ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା

ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ…

ସ୍ବର୍ଣ୍ଣ ମନ୍ଦିରକୁ ଟାର୍ଗେଟ୍‌ କରିଥିଲା ପାକ୍‌

ଭାରତର ନଅଟି ସ୍ଥାନରେ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ ପରେ ମେ ୮ ତାରିଖରେ ପାକିସ୍ତାନ ପଞ୍ଜାବର ଅମୃତସରରେ ଥିବା ସ୍ୱର୍ଣ୍ଣ ମନ୍ଦିରକୁ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ମାତ୍ର ପାକ୍‌ର ଆକ୍ରମଣ ଉଦ୍ୟମକୁ ପଣ୍ଡ କରିଥିଲେ ଆମ ଭାରତୀୟ ଯବାନ।…

ହାଇଦ୍ରାବାଦର ଗୁଲଜାର ହାଉସ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ

ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଚାରମିନାର ଅଞ୍ଚଳର ଗୁଲଜାର ହାଉସ୍ ନିକଟରେ ଥିବା ଏକ କୋଠାରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ସୂଚନା ପାଇ ପୁଲିସ ଏବଂ ଅଗ୍ନିଶମ…

ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ପ୍ରିୟଙ୍କା ସେନାପତି ଲିଙ୍କ ଘଟଣାରେ ପୁଲିସର ତନାଘନା । ଆଜି ପୁରୀ ପୁଲିସ ପ୍ରିୟଙ୍କା ସେନାପତିଙ୍କୁ ପଚରାଉଚରା କରିଛି। ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ ସେ ନେଇ  ଛାନଭିନ ହୋଇଛି।…

କୋଲକାତାକୁ ବର୍ଷା ବିଦା କଲା

ଗତ ବର୍ଷର ବିଜେତା କୋଲକାତା ନାଇଟ୍ ରାଇଡର୍ସ  ଏଥର ପ୍ଲେ ଅଫ୍ ଖେଳିବାକୁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି। ଅସ୍ଥିର ପ୍ରଦର୍ଶନ ସାଙ୍ଗକୁ ଦୁଇ ଦୁଇଟି ମ୍ୟାଚ୍‌ ବର୍ଷା ‌ଧୋଇ ନେବା ଅଜିଙ୍କ୍ୟ ରାହାଣେଙ୍କ ଦଳକୁ ଆଗୁଆ ବିଦାୟ ରାସ୍ତା ଦେଖାଇଛି। ଭାରତ-ପାକିସ୍ତାନ ଉତ୍ତେଜନା…

ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରି ଗିରଫ ହୋଇଥିବା ଜ୍ୟୋତି, ଏବେ ସ୍କାନରରେ ବାନ୍ଧବୀ

ପାକିସ୍ତାନୀ ଗୋଇନ୍ଦା ସଂସ୍ଥାକୁ ଭାରତର ପ୍ରତିରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ତଥ୍ୟ ପଠାଉଥିବା ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟ ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୟାମିନ, ଦେବିନ୍ଦର ଓ ଅର୍ମାନ ରହିଛନ୍ତି। ହରିୟାଣାର ହିସାରରେ…

ଅପରେସନ ସିନ୍ଦୂରର ସଫଳତା ପାଳନ

ଅପରେସନ ସିନ୍ଦୂରର ସଫଳତା ପାଳନ ଅବସରରେ ମାଷ୍ଟର କ୍ୟାଣ୍ଟିନଠାରେ ମିସନ୍ ଶକ୍ତି ବିଭାଗ ପକ୍ଷରୁ ‘ସିନ୍ଦୂର ଯାତ୍ରା’ ଆୟୋଜିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଅପରେସନ୍‌ ସିନ୍ଦୂର କେବଳ ଏକ ନାମ ନୁହେଁ,  ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ…

୭ ଜିଲ୍ଲାକୁ ରେଡ୍‌ ଆଲର୍ଟ

ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗରମ ସହିତ ଗୁଳୁଗୁଳି ଜାରି ରହିଥିବା ବେଳେ ଆହୁରି ୪୮ ଘଣ୍ଟା ଜନଜୀବନ ଅସ୍ତବ୍ୟସ୍ତ କରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଏହାସହ କାଳବୈଶାଖୀ ଯୋଗୁଁ ୪ ଦିନ ଯାଏ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୨ ଦିନ ଯାଏ ବର୍ଷା ପାଇଁ…