ଶରୀରକୁ ଶକ୍ତିଶାଳୀ କରେ ରସୁଣ ପାଣି

ଆଜିକାଲି ପରିବର୍ତ୍ତିତ ଜୀବନଶୈଳୀ ଏବଂ ଭୁଲ ଖାଦ୍ୟପେୟ ଯୋଗୁଁ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୁର୍ବଳ ହୋଇଯାଏ ଏବଂ ଆମେ ସହଜରେ ଗମ୍ଭୀର ରୋଗର ଶିକାର ହୋଇଯାଉ। ଏପରି ପରିସ୍ଥିତିରେ, ଲୋକମାନଙ୍କୁ ସେମାନଙ୍କ ଖାଦ୍ୟରେ ଏପରି ଜିନିଷ ସାମିଲ କରିବା ଉଚିତ, ଯାହା ରୋଗ ପ୍ରତିରୋଧକ ଶକ୍ତିକୁ ମଜବୁତ…

ଆଜିର ରାଶିଫଳ

ମେଷ: କାର୍ତ୍ତିକେୟଙ୍କ ସମତୁଲ ରୂପବାନ୍‌ ହୋଇପାରନ୍ତି। ପରିବାରର ପ୍ରାଣାଧିକ ହେବେ। କୀର୍ତ୍ତିମାନ୍‌ ହୋଇପାରନ୍ତି। ସଦା ସମୃଦ୍ଧ ହେବେ। ଶାସ୍ତ୍ରପଟୁ ହେବେ। ପୁଣ୍ୟଦେହୀ ଓ ରାଜବଂଶ ପୂଜିତ ହେବେ। ବୃଷ: ଅତି କଠୋର ବାକ୍ୟ ପ୍ରୟୋଗ କରିବା ଦ୍ବାରା ସହୃଦୟ ବନ୍ଧୁମାନେ ଆଡ଼ ହୋଇଯାଇପାରନ୍ତି।…

AI ମଡ୍ୟୁଲ୍ ଓଡ଼ିଆ ଭାଷା : ୫୦୦ ଡାଟା ଇଞ୍ଜିନିୟର ଓ ୧୦୦ ଏଆଇ ଏକ୍ସପର୍ଟ କାମ କରିବେ

ଓଡ଼ିଆ ଭାଷାର ସୁରକ୍ଷା ଓ ପ୍ରସାର କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହେବାକୁ ଯାଉଛି। କମ୍ପ୍ୟୁଟର ଓ ମୋବାଇଲ୍ ପରଦାରେ ଏଣିକି ଓଡ଼ିଆ ଭାଷା କେବଳ ଏକ ଲିପି ହୋଇ ରହିବ ନାହିଁ, ବରଂ ଆର୍ଟିଫିସିଆଲ୍ ଇଣ୍ଟିଲିଜେନ୍ସ ବା କୃତ୍ରିମ ବୁଦ୍ଧିମତା ସହାୟତାରେ ଏହା ଅଧିକ ସମୃଦ୍ଧ ଓ ବ୍ୟାପକ ହେବ।…

ଯୁବତୀଙ୍କୁ ଚାକିରି ପ୍ରଲୋଭନ ଦେଖାଇ ଗଣଦୁଷ୍କର୍ମ ମାମଲା, ଜୋର ଧରିଲା ରାଜନୀତି

ଜଣେ ଯୁବତୀଙ୍କୁ ଚାକିରି ପ୍ରଲୋଭନ ଦେଖାଇ ଗଣଦୁଷ୍କର୍ମ ଭଳି ଘୃଣ୍ୟ ଘଟଣାକୁ ଏବେ ଅତି ଗମ୍ଭୀରତାର ସହ ନେଇଛନ୍ତି ରାଜ୍ୟ ସରକାର। ସହିଦନଗର ଅଞ୍ଚଳରେ ଘଟିଥିବା ଏହି ଲଜ୍ଜାଜନକ ମାମଲାକୁ ଏବେ ‘ରେଡ୍ ଫ୍ଲାଗ୍’ ଶ୍ରେଣୀଭୁକ୍ତ କରାଯାଇଛି। ଏହାର ଅର୍ଥ ହେଉଛି, ଏହି ମାମଲାର ତଦନ୍ତ ଏବେ ଅଗ୍ରାଧିକାର…

ଜାନୁଆରି ୨୦୨୬ ସତ୍ର ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ

ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜାନୁଆରୀ–୨୦୨୬ ଶିକ୍ଷା ସତ୍ର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଆଗ୍ରହୀ ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ। ଭିନ୍ନ…

ବାଂଲାଦେଶରେ ମିଡିଆ ଉପରେ ବଡ଼ ଆକ୍ରମଣ: ‘ପ୍ରଥମ ଆଲୋ’ ଓ ‘ଡେଲି ଷ୍ଟାର୍’ ଅଫିସରେ ନିଆଁ

ଭାରତ ବିରୋଧୀ ଆନ୍ଦୋଳନର ପ୍ରମୁଖ ଚେହେରା କୁହାଯାଉଥିବା ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ସମଗ୍ର ବାଂଲାଦେଶ ଏବେ ଅଶାନ୍ତ। ହାଦିଙ୍କ ସମର୍ଥକମାନେ ରାସ୍ତାକୁ ଓହ୍ଲାଇ ବ୍ୟାପକ ଭଙ୍ଗାରୁଜା ଓ ଜଳାପୋଡ଼ା କରୁଥିବା ଖବର ମିଳିଛି। ବାଂଲାଦେଶରେ ଭାରତ ବିରୋଧୀ ଛାତ୍ର ନେତା ସରିଫ…

ଆଜିର ରାଶିଫଳ

ମେଷ (Aries): ଆଜି ଦିନଟି ଶୁଭ ରହିବ। ନୂତନ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିବ।  ବୃଷ (Taurus): ପରିବାରରେ ହସଖୁସିର ପରିବେଶ ରହିବ। ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ। କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।  ମିଥୁନ (Gemini):…

ଛଅଟି ଜିସିସି ରାଷ୍ଟ୍ର ମଧ୍ୟରୁ 5ଟି ଦେଶ ସେମାନଙ୍କ ସର୍ବୋଚ୍ଚ ନାଗରିକ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରିଛନ୍ତି…

ଗତ ଦଶନ୍ଧି ମଧ୍ୟରେ ଗଲ୍ଫ ବା ଉପସାଗରୀୟ ଦେଶ ସହିତ ଭାରତର ସମ୍ପର୍କରେ ଏକ ଗଭୀର ପରିବର୍ତ୍ତନ ଆସିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ କୂଟନୀତିର ସ୍ପଷ୍ଟ ପ୍ରଭାବ ରହିଛି। 2014 ପରଠାରୁ ପଶ୍ଚିମ ଏସିଆରେ ନୂଆଦିଲ୍ଲୀକୁ ମିଳିଥିବା ଉପଲବ୍ଧି ଭାରତ-ଉପସାଗରୀୟ ସମ୍ପର୍କ…

ଘନ କୁହୁଡ଼ି ପାଇଁ ପଶ୍ଚିମବଙ୍ଗର ତାହେରପୁରରେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ କରିପାରିଲା ନାହିଁ

ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହେଲିକପ୍ଟର। ଖରାପ ପାଗ ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ କରିପାରିନଥିବା ଜଣାପଡ଼ିଛି। ଘନ କୁହୁଡ଼ି ପାଇଁ ଏଭଳି ହୋଇଥିବା କୁହାଯାଉଛି। ହେଲିକପ୍ଟରଟି ଉଡ଼ାଣ କରିଥିଲେ ବି ଦୃଶ୍ୟମ‌ାନ୍ୟତା କମ…

ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ୪୧ ମାଓବାଦୀ

ଲାଲ ସଂଗଠନକୁ ଲାଗୁଛି ଝଟ୍କା। ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ୪୧ ମାଓବାଦୀ । ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ । ସେମାନଙ୍କ ମଧ୍ୟରୁ ୨୪ ଜଣ ହାର୍ଡକୋର ମାଓବାଦୀ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା…