ଓଡ଼ିଶାର ଅନେକ ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି
ମାଡ଼ି ଆସୁଛି ଭୟଙ୍କର କୁହୁଡ଼ି। ନୂଆବର୍ଷରେ ଆକାଶକୁ ଘେରିଯିବ କୁହୁଡ଼ିର ବହଳ ଆସ୍ତରଣ। ସକାଳୁ ଓ ରାତିରେ ଦୃଶ୍ୟମାନ ଦୂରତା କମିପାରେ I ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦିଶିପାରେ। ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି।
ନୂଆବର୍ଷ ଦିନ…