ରାତିରେ ଗାଡି ଚାର୍ଜ କରିବା ଆପଣଙ୍କ ପକେଟ ପାଇଁ ମହଙ୍ଗା ହୋଇପାରେ

ଗୋଟିଏ ପଟେ, ସରକାର ବୈଦ୍ୟୁତିକ ଯାନ (EV) କ୍ରୟ ଏବଂ ବ୍ୟବହାର ଉପରେ ଗୁରୁତ୍ୱ ଦେଉଛନ୍ତି। ଅନ୍ୟପଟେ ରାତିରେ ଗାଡି ଚାର୍ଜ କରିବା ଆପଣଙ୍କ ପକେଟ ପାଇଁ ମହଙ୍ଗା ହୋଇପାରେ। କେରଳ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ଇଭି ଚାର୍ଜିଂ ସମ୍ପର୍କରେ ଏକ ବଡ଼ ପରିବର୍ତ୍ତନ କରିଛି। ଏବେ ରାତିରେ ଚାର୍ଜ…

ରାଜ୍ୟରେ ପ୍ରତିଷ୍ଠା ହେବ 3 ଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ

ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି…

ଭାରତୀୟ ସେନାର ଆକ୍ରମଣରେ 30 ଆତଙ୍କବାଦୀ ନିହତ

ଭାରତୀୟ ସେନାର ଆକ୍ରମଣରେ 30 ଆତଙ୍କବାଦୀ ନିହତ ହୋଇଥିବା ବେଳେ, 60ରୁ ଅଧିକ ଗୁରୁତର ହୋଇଥିବାର ସୂଚନା ମିଳିଛି। ଏଥିରେ ଲଶ୍କର ଓ ଜୈସ୍ ଭଳି ଆତଙ୍କବାଦୀ ସଂଗଠନର ବ୍ୟାପକ କ୍ଷତି ହୋଇଥିବା ଜଣାଯାଇଛି।  ଅନେକ ଆତଙ୍କବାଦୀଙ୍କ ଶିବିର ଧ୍ବଂସ ହୋଇଛି। ପାକ୍ ଅଧିକୃତ କାଶ୍ମୀରରେ ଏୟାର…

ଓସିଏସସି  ଦ୍ଵାରା କରାଯାଇଥିବା ପରୀକ୍ଷା ବାତିଲ ପରେ ଏବେ ଆଶାୟୀଙ୍କ ଭିତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି

ଓସିଏସସି  ଦ୍ଵାରା କରାଯାଇଥିବା ପରୀକ୍ଷା ବାତିଲ ପରେ ଏବେ ଆଶାୟୀଙ୍କ ଭିତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି। କାହିଁକି ଭୁଲ ପ୍ରଶ୍ନ ପତ୍ର ଆସିଲା, ସେଥିପାଇଁ ଦାୟୀ କିଏ?  ଖାମଖିଆଲି ଭାବେ ପରୀକ୍ଷା କରୁଛନ୍ତି କି ଦାୟିତ୍ୱରେ ଥିବା ଅଧିକାରୀ? ସରକାରୀ ଚାକିରି ଖଣ୍ଡିଏ ପାଇଁ…

ଦୀଘା ମନ୍ଦିର ସାମ୍ନାରେ ଲାଗିଲା ପୁଣି ଜଗନ୍ନାଥ ଧାମ ହୋର୍ଡିଂ

ଦୀଘା ମନ୍ଦିର ସାମ୍ନାରେ ଲାଗିଲା ପୁଣି ଜଗନ୍ନାଥ ଧାମ ହୋର୍ଡିଂ। ମନ୍ଦିର ସାମ୍ନାରେ ବଡ଼ ବଡ଼ ଅକ୍ଷରରେ ସ୍ଥାୟୀ ଭାବେ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଛି। ପଶ୍ଚିମ ବଙ୍ଗ ପ୍ରଶାସନ ପକ୍ଷରୁ ରାତାରାତି ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ ଲଗାଯାଇଛି। ପୂର୍ବରୁ ଦୀଘା ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ…

ବର୍ଷକୁ ୪୬ ଲକ୍ଷ ଯାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ ପୁରୀର ଶ୍ରୀଜଗନ୍ନାଥ ବିମାନବନ୍ଦର

ପୁରୀରେ ବିମାନବନ୍ଦର ନିର୍ମାଣ କାମକୁ ଆହୁରି ବଳ ମିଳିପାରିଛି। କେନ୍ଦ୍ର ସରକାର ଏହି ପ୍ରକଳ୍ପକୁ ନୀତିଗତ ଅନୁମୋଦନ ‌ପ୍ରଦାନ କ‌ଲା ପରେ ଦେଶ-ବିଦେଶର ପର୍ଯ୍ୟଟକଙ୍କ ମନରେ ନୂତନ ଆଶା ସଞ୍ଚାର ହୋଇଛି। ଏହି ବିମାନବନ୍ଦର ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଲା ପରେ ବର୍ଷକୁ ୪୬ ଲକ୍ଷ ଯାତ୍ରୀଙ୍କୁ…

ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ ପରିସ୍ଥିତି ଜାରି, ମସ୍କୋ ଯାଉଥିବା ବିମାନରେ ଧୂଆଁ

ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ (ଆଇଜିଆଇ) ବିମାନବନ୍ଦରରେ ଜରୁରୀକାଳୀନ ପରିସ୍ଥିତି ଜାରି କରାଯାଇଛି। ମଙ୍ଗଳବାର ଅପରାହ୍ନ ପ୍ରାୟ ୩:୫୦ ସମୟରେ ବ୍ୟାଙ୍କକରୁ ମସ୍କୋ ଯାଉଥିବା ଏରୋଫ୍ଲୋଟ୍ ବିମାନ ଏସୟୁ ୨୭୩ ର କ୍ୟାବିନରେ ଧୂଆଁ ବାହାରିବା ପରେ ବିମାନବନ୍ଦରରେ ଜରୁରୀକାଳୀନ ପରିସ୍ଥିତି…

ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବ ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍

ଓଡ଼ିଶାର ୧୨ଟି ସ୍ଥାନରେ ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍ ହେବ। ରାଜ୍ୟର ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର, ଗୋପାଳପୁର, ହୀରାକୁଦ, ପାରାଦୀପ, ରାଉରକେଲା, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ତାଳଚେରରେ ଏହା ହେବ। ତାଳଚେରରେ କାଟେଗୋରି ୱାନ୍ ସ୍ଥାନ ଭାବେ ଚି଼ହ୍ନଟ…

ଏହି ତାରିଖରେ ଭାରତ – ପାକିସ୍ତାନ ଯୁଦ୍ଧ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପ୍ରତିଶୋଧ ନେବାକୁ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପକ୍ଷରୁ ପରୋକ୍ଷ ଆକ୍ରମଣ ଧାରା ଜାରି ରହିଛି। ଭାରତ ହାତରେ ନମାରି ପାକିସ୍ତାନକୁ ଭାତରେ ମାରିବା ଆରମ୍ଭ କରିଛି। ଭାରତ ପକ୍ଷରୁ ସିନ୍ଧୁ ଜଳ ଚୁକ୍ତି ବାତିଲ କରାଯାଇଛି। ଏହା ସହିତ କୂଟନୈତିକ…

ମେଟ୍ ଗାଲାରେ‌ ଡେବ୍ୟୁ କରିଛନ୍ତି ଗର୍ଭବତୀ ଥିବା ଅଭିନେତ୍ରୀ କିଆରା

ମେଟ୍ ଗାଲାରେ‌ ଡେବ୍ୟୁ କରିଛନ୍ତି ଗର୍ଭବତୀ ଥିବା ଅଭିନେତ୍ରୀ କିଆରା ଆଡଭାନୀ। ସେ ତାଙ୍କ ସ୍ବାମୀ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ତାଙ୍କର ପ୍ରଥମ ସନ୍ତାନକୁ ଜନ୍ମ ଦେବାକୁ ଯାଉଥିବା ବେଳେ ଡିଜାଇନର ଗୌରବ ଗୁପ୍ତାଙ୍କ ଦ୍ୱାରା ନିର୍ମିତ ଏକ ସ୍ୱତନ୍ତ୍ର ଗାଉନ ପିନ୍ଧି ମେଟ୍ ଗାଲାରେ ନଜର…