ଭାରତ ଓ ବିଟ୍ରେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଚୂଡ଼ାନ୍ତ
ଭାରତ ଏବଂ ୟୁକେ ଏକ ଐତିହାସିକ ଏବଂ ଗୁରୁତ୍ୱପୂର୍ଣ୍ଣ 'ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ)' ଏବଂ 'ଦ୍ୱୈତ ଯୋଗଦାନ ଚୁକ୍ତି'କୁ ଚୂଡ଼ାନ୍ତ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କକୁ ସୁଦୃଢ଼ କରିବ ଏବଂ ଅନେକ କ୍ଷେତ୍ରରେ ନୂତନ ସମ୍ଭାବନା ଖୋଲିବ।…