ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି
ନିକଟରେ ସମାପ୍ତ ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ଗୁରୁବାର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାରି ଜିଏସଟି ତଥ୍ୟରୁ ଏହା ଜଣାପଡ଼ିଛି । ଜିଏସଟି ସଂଗ୍ରହର ଅଭିବୃଦ୍ଧି ୧୨.୬ ପ୍ରତିଶତ ରେକର୍ଡ କରାଯାଇଛି, ଯାହା ୧୭ ମାସ ମଧ୍ୟରେ…