ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । ଘଡ଼ଘଡ଼ି ସହ ବର୍ଷା ନେଇ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…