ଆଜି ଆସିବ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଓଡ଼ିଶା ବଜେଟ
ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଆଜି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅପରାହ୍ଣ ୪ଟାରେ ବଜେଟ ଉପସ୍ଥାପନ କରିବେ। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ନକ୍ସା ପ୍ରସ୍ତୁତ ହୋଇଛି। ପୂର୍ବ ବଜେଟଠାରୁ ଚଳିତ ବର୍ଷ ବଜେଟର ଆକାର ବଢ଼ି ୩ ଲକ୍ଷ ୧୦ହଜାର କୋଟି ଟଙ୍କା…