ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହେଉଥିଲା । ଫଳରେ ସକାଳେ କି…

ଯେତିକି ସମୟରେ ଲୋକେ ମରିଛନ୍ତି ସେତିକି ସମୟରେ କାହାର ଧର୍ମ ପଚାରି ହେବନାହିଁ ବୋଲି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି…

ପୁଣିଥରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ବିଜେଡି ସାଂସଦ ସୁଲତା ଦେଓ । ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଥିବା ଲୋକଙ୍କୁ ଉପହାସ କରିଛନ୍ତି ସୁଲତା । ଯେତିକି ସମୟରେ ଲୋକେ ମରିଛନ୍ତି ସେତିକି ସମୟରେ କାହାର ଧର୍ମ ପଚାରି ହେବନାହିଁ ବୋଲି ବିବାଦୀୟ…

ସିନ୍ଧୁ ଆମର ଏବଂ ଏହା ଆମର ରହିବ ,ଆମର ପାଣି ଏହି ନଦୀ ଦେଇ ପ୍ରବାହିତ ହେବ ନଚେତ୍ ସେମାନଙ୍କର ରକ୍ତ ଏଥିରେ ପ୍ରବାହିତ…

ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୂଟନୈତିକ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର…

କାଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଅନେକ ବର୍ଷ ପୁରୁଣା- ଟ୍ରମ୍ପ

 ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଅନେକ ବର୍ଷ ପୁରୁଣା । କାଶ୍ମୀରକୁ ନେଇ ଦୁଇ ଦେଶ ମଧ୍ୟରେ ବିବାଦ ରହିଛି । ଏଭଳି କିଛି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପ୍ରତିକ୍ରିୟା ଦେଇ, ପହଲଗାମ ଆତଙ୍କୀ ହମଲାକୁ ନିନ୍ଦା କଲେ ଟ୍ରମ୍ପ୍ । ପହଲଗାମ୍ ଆତଙ୍କୀ ଆକ୍ରମଣରେ ୨୬ ନିରୀହ…

ଲୋକପ୍ରିୟ କଣ୍ଟେଣ୍ଟ କ୍ରିଏଟର ମିଶା ଅଗ୍ରୱାଲଙ୍କ ମୃତ୍ୟୁ , କାରଣ ଅସ୍ପଷ୍ଟ

ପୁଣି ଆସିଲା ଦୁଃଖଦ ଖବର। ସାରା ଦେଶ ଏବେ ପହଲଗାମ୍ ଆକ୍ରମଣକୁ ନେଇ ଶୋକପ୍ରକାଶ କରୁଥିବା ବେଳେ ଲୋକପ୍ରିୟ କଣ୍ଟେଣ୍ଟ କ୍ରିଏଟର ମିଶା ଅଗ୍ରୱାଲଙ୍କ ମୃତ୍ୟୁ ଖବର ଆସିଛି। ଏପ୍ରିଲ ୨୬ ଅର୍ଥାତ୍ ଆଜି ତାଙ୍କର ଜନ୍ମଦିନ ଥିବା ବେଳେ ଏପ୍ରିଲ୍ ୨୪ରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ପରିବାର…

୫୭.୫ଟନ୍ ସୁନା କିଣିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

ବିଶ୍ବ ଅର୍ଥନୀତିରେ ଅନିଶ୍ଚିତତା ଲାଗି ରହିଥିବା ବେଳେ ଭାରତୀୟ ରିଜର୍ଭ ବ୍ୟାଙ୍କ ଏହାର ସୁନା ଭଣ୍ଡାରକୁ ମଜଭୁତ କରିବାରେ ଲାଗିଛି। ୨୦୪-୨୫ରେ ଏହା ୫୭.୫ଟନ୍ ସୁନା କିଣିଛି। ୨୦୧୭ ପରେ ଏହା ଦ୍ବିତୀୟ ଥର ପାଇଁ ଏତେ ପରିମାଣର ସୁନା କିଣିଛି। ଭୂରାଜନୈତିକ ସଙ୍କଟ, ଆମେରିକୀୟ ଡଲାର ମୂଲ୍ୟରେ…

୪୦୦ ଟ୍ବେଣ୍ଟି-୨୦ ମ୍ୟାଚ୍‌ ଖେଳିବାର ଗୌରବ ଅର୍ଜନ କଲେ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନି

ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଶୁକ୍ରବାର ନୂଆ ମାଇଲ୍‌ଖୁଣ୍ଟ ଛୁଇଁଛନ୍ତି। ସ୍ଥାନୀୟ ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମ୍‌ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳି ଧୋନି ୪୦୦ ଟ୍ବେଣ୍ଟି-୨୦ ମ୍ୟାଚ୍‌ ଖେଳିବାର ଗୌରବ ଅର୍ଜନ କରିଛନ୍ତି। ଏହି ମାଇଲ୍‌ଖୁଣ୍ଟ…

ଆସନ୍ତା ୨୭ରୁ ତିନିଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ସମ୍ଭାବନା

ଆସନ୍ତା ୨୭ରୁ ତିନିଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ସମ୍ଭାବନା ଥିବାରୁ ପାଗରେ ପରିବର୍ତ୍ତନ ଆସିବା ସହିତ ଗରମ ଏବଂ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିପାରେ। ଶୁକ୍ରବାର କିଛି ଅଞ୍ଚଳରେ ଦିନ ତାପମାତ୍ରା କମିଥିବା ବେଳେ ଆଉ କିଛି ଅଞ୍ଚଳରେ ତାପମାତ୍ରା ବଢ଼ିଛି। ଝାରସୁଗୁଡ଼ାରେ ପାରଦ…

ପହଲଗାମ୍‌ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ

ପହଲଗାମ୍‌ରେ ପର୍ଯ୍ୟଟକଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ ପରେ ପୁରୀରେ ସୁରକ୍ଷାକୁ ନେଇ ସତର୍କତା ଆପଣାଇଛି ପୁଲିସ । ପୁରୀର ୪ଟି ମେରାଇନ୍ ଥାନାକୁ ଆଲର୍ଟ କରାଯାଇଛି । ସନ୍ଦିଗ୍ଧଙ୍କ ଗତିବିଧି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀମନ୍ଦିର ଉପରେ ଆତଙ୍କୀଙ୍କ ଆଖି ଥିବା ନେଇ ପୂର୍ବରୁ…

ଆଜିର ରାଶିଫଳ

ମେଷ: ଏକାଗ୍ରତା ସହିତ କାମ ପୂରା କରିବାକୁ ଚେଷ୍ଟା କରିବେ। ନୂଆ ଉତ୍ସରୁ ଆଶା ଠାରୁ ଅଧିକ ଧନଲାଭ ହେବ। ସମାରୋହରେ କୌଣସି ଅନ୍ତରଙ୍ଗ ବନ୍ଧୁ ସହିତ ଦେଖା ହେବ। ବୃଷ: ଦିନଟି ଆପଣଙ୍କ ଜୀବନରେ ନୂଆ ଖୁସି ନେଇ ଆସିବ। ଜମି ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ସରକରୀ ଚାକିରିଆଙ୍କ ଲାଗି…