ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍ଓପି ନ ମାନି ସ୍କୁଲ, କଲେଜ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ –…
ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍ଓପି ନ ମାନି ସ୍କୁଲ, କଲେଜ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗ୍ରୀଷ୍ମ ପ୍ରବାହକୁ ନେଇ ପଦକ୍ଷେପ ନିଆଯାଇଛି, ସ୍ଥିତି…