ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ଠୁ ଖରା ଛୁଟି ଘୋଷଣା କଲେ ସରକାର
ସରକାର ଅଙ୍ଗନବାଡି , ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ , ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ନିମନ୍ତେ ସମୀକ୍ଷା…