ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ

ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା…

ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ହତ୍ୟା କଲେ ଦୁର୍ବୁତ

ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ହତ୍ୟାର ଦୃଢ଼ ନିନ୍ଦା କଲା ଭାରତ । ପ୍ରଥମେ ଚକ୍ରାନ୍ତ କରି ଅପହରଣ ପରେ ବାଂଲାଦେଶରେ ବିଶିଷ୍ଟ ହିନ୍ଦୁ ସମାଜ ନେତା ଭବେଶ ଚନ୍ଦ୍ର ରାୟଙ୍କୁ ନିର୍ମମ ହତ୍ୟା କରାଯାଇଛି । ମହମ୍ମଦ ୟୁନୁସଙ୍କ ନେତୃତ୍ଵାଧୀନ ଅନ୍ତରୀଣ ସରକାରର ହିନ୍ଦୁଙ୍କ ଉପରେ ଅତ୍ୟାଚାରକୁ…

ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା

ଜରିମାନା ଗଣିବେ ଗୁଜରାଟ ଟାଇଟାନ୍ସ ଅଧିନାୟକ ଶୁଭମନ ଗିଲ। ୨୦୨୫ ଆଇପିଏଲରେ ସ୍ଲୋ ଓଭର ରେଟ ପାଇଁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ GT ୭ ଉଇକେଟରେ ଜିତିବା ପରେ BCCI ଦ୍ୱାରା ଏହି ଜରିମାନା ଲାଗୁ କରାଯାଇଛି। ଏନେଇ ଆଇପିଏଲ୍‌ ପକ୍ଷରୁ ଏକ…

ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ

ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ କ୍ରୀଡା ମନ୍ତ୍ରୀ । ପ୍ରାୟ ୨୦ ଫୁଟ୍‌ ଗଭୀର ପାଣିରେ ବୁଡି ଚେସ୍‌ ଖେଳିଛନ୍ତି । ପାଣି ଭିତରେ ପ୍ରାୟ ଅଧ ଘଣ୍ଟା ଧରି ଚାଲିଥିଲା ଚେସ୍ ଖେଳ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଗଡଗଡିଆ ଘାଟ ନିକଟ ମହାନଦୀରେ । ରାଜ୍ୟ କ୍ରୀଡ଼ା ମନ୍ତ୍ରୀ…

ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍‌ରିଓ୍ବାଲଙ୍କ ଝିଅ ହର୍ଷିତା

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିିୱାଲଙ୍କ ଝିଅ ହର୍ଷିତା କେଜ୍‌ରିିୱାଲ ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସମ୍ଭବ ଜୈନଙ୍କ ହାତ ଧରିଛନ୍ତି ସେ। ଏହି ବିବାହ ଦିଲ୍ଲୀର କପୁରଥଲା ହାଉସରେ ଅନୁଷ୍ଠିତ ହୋଇଛି। ପୂର୍ବରୁ…

ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ

ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍‌ସ୍ୟୁରାନ୍ସ ବ୍ୟବସ୍ଥା ରହିବା ସହ ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗର ଅନୁମୋଦନ ରହିଥିବା…

ଆଜି ଓଡିଶା ଆସିବେ ପି.କେ. ମିଶ୍ର

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଗୁରୁବାର ୪ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ସେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ରାଜ୍ୟ ସରକାରଙ୍କର ବିଭିନ୍ନ ଅଧିକାରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବା…

ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ବଦଳିଲା ପାଣିପାଗ ଟ୍ଵିନ୍ ସିଟିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ସେପଟେ କଟକରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ…

ଆଜିର ରାଶିଫଳ

ମେଷ : ଶୁକ୍ର ପ୍ରଭାବରୁ ଆଶା କରୁଥିବା ଦିଗରୁ ଅଧିକ ଧନ ପାଇ ଖୁସି ହେବେ। ରବି ଉଚ୍ଚସ୍ଥ ହେତୁ ଅଫିସରେ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେବେ। ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ ଆଶା ଧରି ଆଗେଇବେ କିନ୍ତୁ ଫଳ କିଛି ଭଲ ନ ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନରେ ଶିଥିଳତା ଦେଖାଦେବାରୁ ମନ ଭଲ…

କୈଳାସ ମାନସରୋବର ଯାତ୍ରା ନିମନ୍ତେ ଭାରତ-ଚୀନ୍‌ ମଧ୍ୟରେ ଦ୍ବିପାକ୍ଷିକ ବୁଝାମଣା

ତିବ୍ବତରେ ଥିବା କୈଳାସ ମାନସରୋବର ଯାତ୍ରା ନିମନ୍ତେ ଭାରତ-ଚୀନ୍‌ ମଧ୍ୟରେ ଦ୍ବିପାକ୍ଷିକ ବୁଝାମଣା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ   ସୂତ୍ରରୁ ମିଳିଥିବା ସୂଚନାନୁସାରେ, ୨୦୧୭ ଡୋକଲାମ୍‌ ଓ ୨୦୨୦ ପାଙ୍ଗ୍‌ଓଙ୍ଗ୍‌ ସୋ ଠାରେ ଦୁଇ ପକ୍ଷର ସେନା ମଧ୍ୟରେ…