ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ: ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ…

ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ୨୧ରେ ହେବାକୁ ଥିବା କଳା,…

ଥଣ୍ଡା ଦିନେ ଚା’ କିମ୍ବା କଫି ଅଧିକ ପରିମାଣରେ ପିଇବା ଉଚିତ୍‌ ନୁହେଁ

ଶୀତଦିନ ଆରମ୍ଭ ହୋଇଗଲେ ଲୋକମାନେ ନିଜ ଶରୀରକୁ ଉଷ୍ମ ରଖିବା ପାଇଁ ଚା’ କିମ୍ବା କଫି ପିଇଥାନ୍ତି। ଏହା ଦ୍ବାରା ଶୋଷ କମ୍ ଲାଗିଥାଏ। ତେଣୁ ଲୋକମାନେ ପାଣି ପିଇବା କମ୍ କରି ଦେଇଥାନ୍ତି। ଏହା କାରଣରୁ ଶରୀରରୁ ଜଳୀୟ ଅଂଶ କମିବାକୁ ଲାଗେ । ଆପଣ ଜାଣିଛନ୍ତି କି ଚା’ କିମ୍ବା କଫି ଅଧିକ ପରିମାଣରେ…

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ ଯାଏ ଶୀତ ଲହରି ଜାରି ରହିବ। ଏନେଇ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ୭ ଜିଲା ଝାରସୁଗୁଡ଼ା,…

ଆଜିର ରାଶିଫଳ

ମେଷ: ଅଧୁରା ଥିବା କାମ ନିର୍ଦ୍ଧାରିତ ସମୟରେ ପୂରା କରିପାରିବେ। ଅଫିସରେ ନୂଆ ଦାୟିତ୍ବ ପାଇବେ। ମନ ପସନ୍ଦ ଜାଗାକୁ ବଦଳିର ସୂଚନା ପାଇବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ‌ ବୃଷ: ପୂରା ଦିନ ଆପଣଙ୍କ ମନରେ ପ୍ରସନ୍ନତା ବଜାୟ ରହିବ। ନୂଆ କାରବାର ପାଇଁ ଭଲ ମଉକା ପାଇବେ। ଚାକିରିରେ…

ଭାରତ ଜିତିଲା ପ୍ରଥମ ମ୍ୟାଚ୍: ଦମଦାର ବ୍ୟାଟିଂ ଓ କଡ଼ା ବୋଲିଂ ରେ ପରାସ୍ତ ହେଲା ଦକ୍ଷିଣ ଆଫ୍ରିକା

କଟକ, ଡିସେମ୍ବର ୯: ଦୀର୍ଘ ପ୍ରତୀକ୍ଷା ପରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ T20I ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ ହୋଇଛି। ଏହି ବିଜୟ ସହିତ ଭାରତ ୫ ମ୍ୟାଚ୍ ବିଶିଷ୍ଟ T20I ସିରିଜ୍‌ରେ ୧-୦ରେ ଅଗ୍ରଣୀ ହାସଲ କରିଛି। ୧୦୧ ରନରେ…

ଐତିହାସିକ ବାରବାଟୀ ଷ୍ଟାଡିୟମରେ ଭାରତୀୟ କ୍ରିକେଟ୍‌ ଟିମ୍‌ ର ଦମ୍‌ଦାର ବିଜୟ

ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଭାରତୀୟ କ୍ରିକେଟ୍‌ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରିଛି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ବିସ୍ଫୋରକ ବ୍ୟାଟିଂ ଓ ବୋଲରଙ୍କ ଦମଦାର ବୋଲିଂ ଫଳରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌କୁ…

ବାରବାଟୀ ଟି-୨୦ ମ୍ୟାଚ: ଭାରତର ତୃତୀୟ ଓ୍ୱିକେଟ୍‌ର ପତନ

ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ ଘଟିଛି । ଅଭିଷେକ୍‌ ଶର୍ମା ୧୭ ରନ୍‌ କରି ସିମ୍ପାଲାଙ୍କ ଓଭର୍‌ରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ । ଭାରତର ସ୍କୋର  ୧୭ ରନ୍‌ରେ ଭାରତର ସୂର୍ଯ୍ୟକୁମାର ଯାଦବ ୧୨ ରନ୍‌ କରି ଆଉଟ୍‌ ହୋଇଥିଲେ । ଲୁଙ୍ଗି ନିଗିଡିଙ୍କ ବଲ୍‌ରେ ସେ କ୍ୟାଚ୍‌…

ନାଗରିକତା ସମ୍ବନ୍ଧରେ ସୋନିଆଙ୍କୁ ରାଉସ ଆଭେନ୍ୟୁ କୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି

ସୋନିଆ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆ । କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀଙ୍କୁ ନୋଟିସ୍ ଜାରି କରାଯାଇଛି । ରାଉସ ଆଭେନ୍ୟୁ କୋର୍ଟ ନାଗରିକତା ସମ୍ବନ୍ଧରେ ତାଙ୍କୁ ନୋଟିସ ପଠାଇଛନ୍ତି । ଭାରତୀୟ ନାଗରିକ ହେବା ପୂର୍ବରୁ୧୯୮୦ମସିହାରେ ସେ କିପରି ଭୋଟର…

ପ୍ରବଳ ଥଣ୍ଡାକୁ ଜାଡ଼ରେ ଅସ୍ତବ୍ୟସ୍ତ ଜନଜୀବନ, ଆହୁରି ତିିନି ଦିନ ଲାଗିବ ରହିବ ଥଣ୍ଡା

ଓଡ଼ିଶାର ସବୁଠାରୁ କମ୍ ତାପମାତ୍ରା ଏବଂ ଥଣ୍ଡାର ସହରରେ ଦିନକୁ ଦିନ ନିମ୍ନମୁଖୀ ହେବାରେ ଲାଗିଛି ପାରା । ଅସହ୍ୟ ହେବାରେ ଲାଗିଛି ଜୀବନଯାତ୍ରା । ପ୍ରବଳ ଥଣ୍ଡାକୁ ଜାଡ଼ ଅସ୍ତବ୍ୟସ୍ତ କରିଦେଉଛି । ରାତି ପାହିଲେ ସୂର୍ଯ୍ୟ କିରଣ ସଞ୍ଜ ନଇଁଲେ ନିଆଁ ଭରସାରେ ଚାଲିଛି ଜୀବନ । ଦିନକୁ ଦିନ…

ମୋର୍ଚ୍ଚା ସଭାପତି ଏବଂ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି

ମୋର୍ଚ୍ଚା ସଭାପତି ଏବଂ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି । ପୁଣିଥରେ ଭାରତୀୟ ଯୁବ ମୋର୍ଚ୍ଚାର ସଭାପତି ହେଲେ ଯୁବ ନେତା ଅଭିଳାଷ ପଣ୍ଡା । ସେହିପରି ଡ. ଐଶ୍ୱର୍ଯ୍ୟା ବିଶ୍ୱାଳଙ୍କୁ ମହିଳା ମୋର୍ଚ୍ଚାର ସଭାପତି ଦାୟିତ୍ୱ ଦିଆଯାଇଛି । ତା ସହିତ ଶୁଭ୍ରାଂଶୁ ମୋହନ ପାଢ଼ୀଙ୍କୁ…