ସରିଲା ବିଧାନସଭାର ଶୀତ ଅଧିବେଶନ, ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ, ନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ କଲେ…

ସରିଲା ବିଧାନସଭାର ଶୀତ ଅଧିବେଶନ । ବିଧାନସଭା  ଗୃହ କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ କଲେ ବାଚସ୍ପତି ।  ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ । ତେବେ ଏଥର ବିଧାନସଭାର ଶୀତ ଅଧିବେଶନ ବେଶ୍‌ ଚର୍ଚ୍ଚିତ ଥିଲା । କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ନବୀନଙ୍କ ଗୃହରେ ଅନୁପସ୍ଥିତି ଅଭିଯୋଗର ଉତ୍ତର ଦେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର, ଡିସେମ୍ବର ୯: ବିଧାନସଭା ଗୃହରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖାଦେଇଛି। ବ୍ୟୟ ମଞ୍ଜୁରୀ ବିଲ୍ ଆଲୋଚନା ସମୟରେ…

ଆଜି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍: କ୍ରୁଟ୍ ପକ୍ଷରୁ ଚଳାଚଳ ହେବ ସ୍ୱତନ୍ତ୍ର…

ଆଜି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। କଟକ ବାରବାଟୀ ଷ୍ଟାଡ଼ିୟମ୍‌ରେ ହେବାକୁ ଥିବା କ୍ରିକେଟ୍ ମ୍ୟାଚ୍‌କୁ ନେଇ ରହିଛି ପ୍ରତ୍ୟେକଙ୍କ ମନରେ ଉତ୍ସାହ । ଏହାକୁ ଲକ୍ଷ୍ୟ କରି କ୍ରୁଟ୍ ପକ୍ଷରୁ ଚଳାଚଳ ହେବ ସ୍ୱତନ୍ତ୍ର ବସ୍ ସେବା । ଏକାଧିକ ସ୍ଥାନରୁ ଚଳାଚଳ…

ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ

ଗତ ଚାରି ଦିନ ତଳେ ପୋଟେରୁ ନଦୀରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହେବା ପରେ ମାଲକାନଗିରିର MV-26 ଏବଂ ରାଖାଲଗୁଡ଼ା ଗାଁ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପୋଲିସ 'ଜୋରଦାର ଆକ୍ସନ' ଆରମ୍ଭ କରିଛି।ରାଖାଲଗୁଡ଼ା ଗାଁର…

ଥଣ୍ଡା ପାଗ ଶରୀରକୁ ଶକ୍ତି ସଂରକ୍ଷଣ ଏବଂ ବିଶ୍ରାମ ନେବାକୁ ଉତ୍ସାହିତ କରେ

ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ ଏବଂ ଏହା ଶରୀର ପାଇଁ ପ୍ରଥମ ପ୍ରାଥମିକତା, କିନ୍ତୁ ପରିବର୍ତ୍ତନଶୀଳ ଋତୁ ଏହାର ପରିମାଣ ଉପରେ ପ୍ରଭାବ ପକାଏ। ଶୀତଦିନେ, ଦିନ ଛୋଟ ହେବା ସହ ସୂର୍ଯ୍ୟ କିରଣ କମ୍ ମିଳୁଥିବାରୁ ଶରୀରର ଜୈବିକ ଅଂଶ କମ ହୋଇଥାଏ, ଯାହା ମେଲାଟୋନିନ୍ ହରମୋନକୁ ବୃଦ୍ଧି କରେ…

ବାସ ଆଉ କେଇ ଘଣ୍ଟାକୁ ଅପେକ୍ଷା , ସନ୍ଧ୍ୟାରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍

ସରିଲା ପ୍ରତୀକ୍ଷା । ଛକା ଓ ଚୌକା ବର୍ଷାରେ କମ୍ପି ଉଠିବ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ । ବାସ ଆଉ କେଇ ଘଣ୍ଟାକୁ ଅପେକ୍ଷା ।  ସନ୍ଧ୍ୟା ୭ଟାରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍  । ୫ ମ୍ୟାଚ୍‌ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ ବାରବାଟୀରୁ ଆରମ୍ଭ ହେବ । ଘରୋଇ ଦଳ…

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ। ପାରିବାରିକ ବିବାଦ ଠାରୁ ଦୂରରେ ରୁହନ୍ତୁ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶିକ୍ଷାର୍ଥୀଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ। ‌ ବୃଷ: ଲକ୍ଷ୍ୟ ପୂରା କରିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଯଥେଷ୍ଟ…

“ ନବୀନ ବାବୁଙ୍କର ବିଧାନସଭାକୁ ଆସି ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ ଉଠହାଇଛନ୍ତି। ନବୀନଙ୍କ ଏହି ଟାର୍ଗେଟ୍‌ ପରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ, ସୁନାମୀ ପାଇଁ ଚୋତାବନୀ ଜାରି

ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ ପାଣିପାଗ ବିଭାଗ ପକ୍ଷରୁ ୭.୬ ତୀବ୍ରତାର ଭୂମିକମ୍ପ ହୋଇଥିବା କଥା ସୂଚନା ଦିଆଯାଇଛି । ଏହାପରେ ବିଭିନ୍ନ ଉପକୂଳରେ ସୁନାମୀ ପାଇଁ ଚୋତାବନୀ ଜାରି କରାଯାଇଛି । ଜାପାନରେ ଜୋରଦାର ଭୂମିକମ୍ପ ପରେ ବିଭିନ୍ ଉପକୂଳରେ ଥିବା ଲୋକଙ୍କୁ…

ଭାରତୀୟ ବଜାରରେ ଲଞ୍ଚ ହୋଇଛି ଟାଟା ମୋଟର୍ସ ସିଏରାର ୨୪ ଭାରିଆଣ୍ଟ ମଡେଲ

ଟାଟା ସିଏରା ହେଉଛି ଏକ ୫-ସିଟ୍ ବିଶିଷ୍ଟ ମଡେଲ । ଏହି ଟାଟା କାର ଟି ୨୦୨୫ ନଭେମ୍ବର ୨୫ରେ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି  ଏବଂ ସେମାନଙ୍କର ମୂଲ୍ୟ ମଧ୍ୟ…