ଚୀନ ଉପରେ ୨୪୫% ତାରିଫ ଲାଗୁ କରିଛନ୍ତି ଟ୍ରମ୍ପ
ଆମେରିକା ଏବଂ ଚୀନ ମଧ୍ୟରେ ତାରିଫ ଯୁଦ୍ଧ ତୀବ୍ରତର ହେବାରେ ଲାଗିଛି। ଚୀନ ଉପରେ ୨୪୫% ତାରିଫ ଲାଗୁ କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ପୂର୍ବରୁ ଏହା ୧୪୫% ରହିଥିଲା। ମଙ୍ଗଳବାର ରାତିରେ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ଆହୁରି ୧୦୦% ଶୁଳ୍କ ବୃଦ୍ଧି କରିଛନ୍ତି। ଯାହାଫଳରେ…