୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡ଼ି

ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ (ବିଜେଡି) ନିଜର ସଂଗଠନକୁ ଶକ୍ତିଶାଳୀ କରିବାକୁ ଅଣ୍ଟା ଭିଡ଼ିଛି। ଏଥି ପାଇଁ ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବ‌େଳେ ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି…

ଟ୍ବିନ୍‌ସିଟିରେ ପ୍ରବଳ ବର୍ଷା ,ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ

ଟ୍ବିନ୍‌ସିଟିରେ ପ୍ରବଳ ବର୍ଷା । କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ  ଆଲର୍ଟ ଜାରି । ବିଜୁଳି ଘଡଘଡି  ସହ ଲାଗି ରହିଛି ବର୍ଷା । ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ । ଚଳିତ ବର୍ଷ ସ୍ବାଭାବିକ ରହିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ  ପାଇଁ IMD ପୂର୍ବାମାନ କରିଛି…

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ। ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ…

କଂଗ୍ରେସ କାହିଁକି ଜଣେ ମୁସଲମାନ ସଭାପତିଙ୍କ ନାମ ଘୋଷଣା କରୁନାହିଁ – ମୋଦୀ

ଵକଫ୍ (ସଂଶୋଧନ) ଆଇନ ବିରୋଧରେ କଂଗ୍ରେସର ଆଭିମୁଖ୍ୟକୁ କଡ଼ା ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କଂଗ୍ରେସ କେବଳ ମୁସଲମାନ ମୌଳବାଦୀମାନଙ୍କୁ ସନ୍ତୁଷ୍ଟ କରିଛି ଏବଂ ନୂଆ ଆଇନକୁ ବିରୋଧ କରିବା ଏହା ପ୍ରମାଣିତ କରୁଛି। କଂଗ୍ରେସ କାହିଁକି ଜଣେ…

ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ  ଅନୂଭୂତ,କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର  ଝଟକା

ଆମେରିକାରେ ଶକ୍ତିଶାଳୀ ଭୂମିକମ୍ପ  ଅନୂଭୂତ । ଦକ୍ଷିଣ କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର  ଝଟକା । ଭୂକମ୍ପରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି । କିନ୍ତୁ ଅନେକ ସ୍ଥାନରେ ପାହାଡରୁ ପଥର ଧସିଥିବା ସୂଚନା ରହିଛି  । ଆମେରିକାର ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ଦକ୍ଷିଣ…

କ୍ରିକେଟ ପରେ ‌ଏବେ ଅଭିନୟରେ ଡେବ୍ୟୁ କରିବେ ମହେନ୍ଦ୍ର ସିଂହ ଧୋନି

କ୍ରିକେଟ ପରେ ‌ଏବେ ଅଭିନୟରେ ଡେବ୍ୟୁ କରିବେ ମହେନ୍ଦ୍ର ସିଂହ ଧୋନି । ବଲିଉଡର ନିର୍ଦ୍ଦେଶ-ପ୍ରଯୋଜକ କରଣ ଜୋହରଙ୍କ ଦ୍ବାରା ପୋଷ୍ଟ କରାଯାଇଥିବା ଭିଡିଓକୁ ନେଇ ଏବେ ଏହି ଚର୍ଚ୍ଚା ଆରମ୍ଭ କରିଛି। କରଣ, ଧୋନିଙ୍କର ଏକ ଭିଡିଓ ଇନଷ୍ଟାରେ ସେୟାର କରିଛନ୍ତି, ଯେଉଁଥିରେ ସେ ଧୋନିଙ୍କୁ 'ଲଭର…

ଇନଷ୍ଟାଗ୍ରାମ ଓ ହ୍ୱାଟ୍ସଆପ୍‌ ଆମେରିକାର ଧନୀ ବ୍ୟକ୍ତି ମାର୍କ ଜକରବର୍ଗଙ୍କ ମାଲିକାନାରୁ ଖସିଯିବାର ସମ୍ଭାବନା

ସୋସିଆଲ ମିଡିଆ ଆପ୍‌ ଇନଷ୍ଟାଗ୍ରାମ ଓ ହ୍ୱାଟ୍ସଆପ୍‌କୁ ନେଇ ଏକ ବଡ଼ ଖବର ହସ୍ତଗତ ହୋଇଛି। ଅଡୁଆରେ ଫସି ଯାଇଛନ୍ତି ଏହାର ମାଲିକ ମାର୍କ ଜୁକରବର୍ଗ। ସୂଚନା ରହିଛି ଯେ  ବିକ୍ରି କରିବାକୁ ପଡ଼ିପାରେ ସବୁଠୁ ବଡ଼ ଆପ୍‌ ହ୍ୱାଟ୍ସଆପ୍‌ ଓ ଇନଷ୍ଟାଗ୍ରାମ । ବିଶ୍ୱର ଦୁଇ ବିଶାଳ ସୋସିଆଲ ମିଡିଆ ଆପ୍‌…

‘ଆଇସିସି ମେନ୍ସ ପ୍ଳେୟାର’ ପୁରସ୍କାର ପାଇଲେ ଭାରତୀୟ ବ୍ୟାଟ୍ସମ୍ୟାନ୍ ଶ୍ରେୟସ ଆୟର

ଭାରତର ଚାମ୍ପିଅନ୍ସ ଟ୍ରଫି ବିଜୟରେ ଚମତ୍କାର ଭୂମିକା ଗ୍ରହଣ କରିଥିବା ଷ୍ଟାଇଲିସ୍ ଭାରତୀୟ ବ୍ୟାଟ୍ସମ୍ୟାନ୍ ଶ୍ରେୟସ ଆୟର  ମାର୍ଚ୍ଚ ମାସ ପାଇଁ ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଛନ୍ତି।  କ୍ରିକେଟରେ ଶ୍ରେଷ୍ଠ ପ୍ରଦର୍ଶନ ସହ ଶୀର୍ଷରେ ରହିଥିବାରୁ ତାଙ୍କୁ  ମାର୍ଚ୍ଚ ମାସ ପାଇଁ ତାଙ୍କୁ …

ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ

ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି । ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ମୋଟ ପଦବୀ ସଂଖ୍ୟା ୨୦,୧୭୫ ହେଲା ।…

ଆଜିଠୁ ଓଡିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

ଆଜିଠୁ ଓଡିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ। ଏପ୍ରିଲ ୧୫ ତାରିଖରୁ  ଜୁନ୍ ୧୪ ତାରିଖ ଯାଏଁ ମାଛଧରା ନେଇ କଟକଣା ଜାରି କରାଯାଇଛି। ପ୍ରଜନନ ସମୟରେ ମାଛ ବଂଶ ବୃଦ୍ଧି ତଥା ମତ୍ସ୍ୟ ସମ୍ପଦର ସଂରକ୍ଷଣ ଉର୍ଦେଶ୍ୟରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। କେବଳ…