ଶେଖ ହସିନାଙ୍କୁ ପଳାତକ ଘୋଷଣା କଲେ କୋର୍ଟ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଢାକା ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ କୋର୍ଟ ତାଙ୍କୁ ପଳାତକ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦାୟର ହୋଇଥିବା ଏକ ଦେଶଦ୍ରୋହ ମାମଲାରେ ଶେଖ ହସିନାଙ୍କ ସହିତ ଅନ୍ୟ ୨୬୦ ଜଣଙ୍କୁ ପଳାତକ ଘୋଷଣା କରାଯାଇଛି।…

ସକାଳୁ ଖାଲି ପେଟରେ ଭୃସଙ୍ଗ ପତ୍ର ପାଣି ପିଇଲେ ମିଳିବ ଏହି ସବୁ ଫାଇଦା

ଦୈନନ୍ଦିନ ଜୀବନରେ ଆମେ ଅନେକ ପ୍ରକାର ଖାଦ୍ୟ ଖାଇଥାଉ । କିନ୍ତୁ ସେଥିରୁ କିଛି ଖାଦ୍ୟ ଆମ ଶରୀର ପାଇଁ ଅତ୍ୟନ୍ତ ଉପକାରୀ ହୋଇଥାଏ । ସେହିଭଳି ଏକ ଉପାଦାନ ହେଉଛି ଭୃସଙ୍ଗ ପତ୍ର । ଭୃସଙ୍ଗ ପତ୍ର କେବଳ ଖାଦ୍ୟର ସ୍ୱାଦ ବଢ଼ାଏ ନାହିଁ, ବରଂ ଏଥିରେ ଅନେକ ଔଷଧୀୟ ଗୁଣ ଭରି ରହିଛି । ଯାହା ଆମ…

ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ପ୍ରଥମ ଅଫିସିଆଲ୍‌ ପୋଷ୍ଟର ଉନ୍ମୋଚିତ

‘ଅମିୟ ପଟ୍ଟନାୟକ ପ୍ରଡକ୍ସନ୍ସ’ର ନିର୍ମାଣାଧୀନ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ମନ୍ତ୍ରମୁଗ୍ଧ’ର ପ୍ରଥମ ଅଫିସିଆଲ୍‌ ପୋଷ୍ଟର ସାମ୍ନାକୁ ଆସିଛି। ଜାତୀୟ ପୁରସ୍କାରପ୍ରାପ୍ତ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ଏହି ରହସ୍ୟମୟ-ହାସ୍ୟାରସ ଓ ହରର ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଉଥିବା ବେଳେ ଏହାର…

୧୮ ମାସ ପାଇଁ ଗୁଗଲ୍‌ ଏଆଇ ପ୍ରୋ ପ୍ଲାନ୍ ମାଗଣା

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଓ ଗୁଗଲ୍‌ ଏକ ଗୁରୁତ୍ବପୂର୍ଣ୍ଣ ସହଯୋଗିତା କରିଛନ୍ତି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଉଭୟ ସଂସ୍ଥା ମିଳିତ ଭାବେ କାର୍ଯ୍ୟ କରିବେ। ଏହି ସହଯୋଗିତାରେ ଜିଓ ଗ୍ରାହକମାନଙ୍କୁ ୧୮ ମାସ ପାଇଁ ଗୁଗଲ୍‌ ଏଆଇ ପ୍ରୋ ପ୍ଲାନ୍ ମାଗଣାରେ ମିଳିବ। ଏମିତିରେ…

ଝାରସୁଗୁଡା ଏସପି ଗୁଣ୍ଡଲା ରେଡ୍ଡୀ ରାଘବେନ୍ଦ୍ରଙ୍କୁ କେନ୍ଦ୍ରୀୟ ଗୃହମନ୍ତ୍ରୀ ପଦକ

ଝାରସୁଗୁଡା : କେନ୍ଦ୍ର ସରକାର ପକ୍ଷରୁ ପ୍ରତିବର୍ଷ 31 ଅକ୍ଟୋବରରେ ସର୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିନ ଉପଲକ୍ଷେ “ରାଷ୍ଟ୍ରୀୟ ଏକତା ଦିବସ” ଭାବେ ପାଳନ କରାଯାଏ। ଏହି ଅବସରରେ ପୋଲିସ ବିଭାଗରେ ବିଶେଷ କୁଶଳତା, ସାହସ ଓ ସେବାଭାବ ପ୍ରଦର୍ଶନ କରିଥିବା ଅଧିକାରୀମାନଙ୍କୁ “କେନ୍ଦ୍ରୀୟ…

ବେଦାନ୍ତ ଆଲୁମିନିୟମ ଝାରସୁଗୁଡା, ପ୍ରଗତିକୁ ଆଗେଇ ନେଉଥିବା ଜନ-ମୁଖ୍ୟ ସଂସ୍କୃତି ଗଠନ କରିଛି

ଭୁବନେଶ୍ୱର, ଅକ୍ଟୋବର ୩୧,୨୦୨୫: ବେଦାନ୍ତ ଆଲୁମିନିୟମ ଝାରସୁଗୁଡାରେ, ଲୋକମାନେ ପ୍ରଗତିରେ କେନ୍ଦ୍ରବିନ୍ଦୁ, ନୂତନତ୍ୱ, କାର୍ଯ୍ୟଦକ୍ଷତା ଏବଂ ଅନ୍ତର୍ଭୁକ୍ତିମୂଳକ ଅଭିବୃଦ୍ଧିକୁ ଆଗେଇ ନେଉଛନ୍ତି। କମ୍ପାନୀର ଲୋକ-ପ୍ରଥମେ ଦର୍ଶନ ଏହାର କାର୍ଯ୍ୟକ୍ଷମ ଉତ୍କର୍ଷତା ଏବଂ ଏହାର ସାମାଜିକ ପ୍ରଭାବକୁ…

ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା; ୯ ଜଣଙ୍କର ମୃତ୍ୟୁ

ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାରେ ଏକ ଅତ୍ୟନ୍ତ ଦୁଃଖଦ ଅଘଟଣ ଘଟିଯାଇଛି। କାଶିବୁଗାସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକାଦଶୀ ପାଳନ ସମୟରେ ଘଟିଥିବା ଦଳାଚକଟାରେ ଅତିକମରେ ୯ ଜଣ ଶ୍ରଦ୍ଧାଳୁଙ୍କର ଜୀବନ ଯାଇଛି। ଏହି ଦୁର୍ଘଟଣାରେ ଆହୁରି ଅନେକ ଆହତ ହୋଇଥିବା ସୂଚନା ମିଳିଛି ଏବଂ…

ପ୍ରୀତିରଞ୍ଜନଙ୍କ ଭଡ଼ାଘରେ ଚଢ଼ଉ

ନୂଆପଡ଼ା ଉପନିର୍ବାଚନ ପ୍ରଚାର ମଧ୍ୟରେ ଏକ ଅଭାବନୀୟ ଘଟଣାକୁ ନେଇ ରାଜନୈତିକ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ବିଜେଡି ନେତା ପ୍ରୀତିରଞ୍ଜନ ଘଡ଼ାଇଙ୍କ ଖରିଆର୍‌ ରୋଡ୍‌ସ୍ଥିତ ଭଡ଼ାଘରେ ୨ ଜଣ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୁଲିସ ଫୋର୍ସ ଚଢ଼ଉ କରିଥିଲା। ଘରେ ନିର୍ବାଚନରେ ବଣ୍ଟାଯିବା…

ରାହୁଲଙ୍କ ‘ଭୋଟ ଚୋରି’ ଅଭିଯୋଗକୁ NDAର କଡ଼ା ଜବାବ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ NDA ସରକାର ଭୋଟ ଚୋରି କରିଥିବା ରାହୁଲ ଗାନ୍ଧୀ ବାରମ୍ବାର କହୁଛନ୍ତି । ରାହୁଲ ଙ୍କ ସାଙ୍ଘାତିକ ଅଭିଯୋଗ ପରେ ଭାରତୀୟ ଜନତା ପାର୍ଟି (BJP) ଏବଂ ଶାସକ ମେଣ୍ଟ NDA ପକ୍ଷରୁ ତୀବ୍ର ପାଲଟା ଆକ୍ରମଣ କରାଯାଇଛି। BJP ଏହି ଅଭିଯୋଗକୁ 'ଆଧାରହୀନ',…

ବିହାରରେ ଜିତିବ କିଏ?

ବିହାର ବିଧାନସଭା ନିର୍ବାଚନ ଲାଗି ଏନଡିଏର ସଂକଳ୍ପ ପତ୍ର। ରାଜ୍ୟରେ ବିପୁଳ ନିଯୁକ୍ତି, ମହିଳା ସଶକ୍ତିକରଣ ଓ କଲ୍ୟାଣକାରୀ ଯୋଜନା ଉପରେ କରାଯାଇଛି ଫୋକସ। ବିଜେପି ସଭାପତି ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, କେନ୍ଦ୍ରମନ୍ତ୍ରୀ ତଥା ହାମ୍ ନେତା ଜିତନରାମ ମାନଝୀ, କେନ୍ଦ୍ରମନ୍ତ୍ରୀ…