ଅନ୍‌ଲାଇନ୍ ଟିକଟ ୪୫ ମିନିଟ୍‌ରେ ଶେଷ

ଡିସେମ୍ବର ୯ ତାରିଖରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପାଇଁ ଆଜି ଅନ୍‌ଲାଇନ୍‌ରେ ଟିକଟ ବିକ୍ରି ହୋଇଛି। ଅନ୍‌ଲାଇନ୍‌ରେ ୨ ହଜାର ଟିକଟ ବିକ୍ରି ହେବାର ଥିଲା। ଅପରାହ୍ଣ ୨ଟାରେ ବିକ୍ରି ଆରମ୍ଭ ହୋଇଥିବା ବେଳେ ମାତ୍ର ୪୫ ମିନିଟ୍‌ ଭିତରେ ସବୁ ଟିକଟ ବିକ୍ରି…

ବଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ

ଓଡ଼ିଶାର ରାଜନୈତିକ ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆସିଛି। ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନର ନାମ ପରିବର୍ତ୍ତନ କରାଯାଇ ଏଣିକି ଏହାକୁ 'ଲୋକ ଭବନ' ଭାବରେ ନାମିତ କରାଯାଇଛି। ଡକ୍ଟର କମ୍ଭମପାଟି ଆହୁରି ମଧ୍ୟ କହିଛନ୍ତି ଯେ 'ଲୋକ ଭବନ' ଏବେ ସାର୍ବଜନୀନ ଯୋଗାଯୋଗ ଏବଂ…

କିଟ୍ ହଷ୍ଟେଲରୁ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର; ଚଳିତ ବର୍ଷର ତୃତୀୟ ଘଟଣା

କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (କିଟ୍) ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାରକୁ ନେଇ ରାଜନୀତି ସରଗରମ ହୋଇଛି ।  ଏହା କିଟ୍ କ୍ୟାମ୍ପସରେ ଚଳିତ ବର୍ଷର ତୃତୀୟ ଛାତ୍ର ମୃତ୍ୟୁ ଘଟଣା ହୋଇଥିବାରୁ ଏହାକୁ ନେଇ ପୁଣି ଥରେ…

ଆରମ୍ଭ ହେଲା କୋଣାର୍କ ମହୋତ୍ସବ ୨୦୨୫

ଆରମ୍ଭ ହେଲା 36 ତମ  କୋଣାର୍କ ମହୋତ୍ସବ ୨୦୨୫। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ଉଦଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ…

ଆସନ୍ତା ୪ ତାରିଖରୁ ଥଣ୍ଡା ପୁଣି ବଢ଼ିବ

ଆସନ୍ତା ୪ ତାରିଖରୁ ଥଣ୍ଡା ପୁଣି ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିଯିବ । ଏବେ ପାରଦ ଉପରମୁହାଁ ହେବା ଯୋଗୁ ଅନେକ ସ୍ଥାନରୁ ଥଣ୍ଡା କମିଯାଇଛି । କିନ୍ତୁ ୨ଦିନ ପରେ ଥଣ୍ଡା ପୁଣି ବଢ଼ିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨ ଓ ୩ ତାରିଖ ରାତିରେ ରାଜ୍ୟର ଅଧିକାଂଶ…

ଆଜି ଠୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ ନେଇ ବିସ୍ତୃତ ଆଲୋଚନା ହୋଇଛି। ଏହି ଅବସରରେ ମିଲର୍ସ…

ପ୍ରତିଦିନ ଏହି ବ୍ୟାୟମ କରନ୍ତୁ , କମିବ ପେଟ

ଯଦି ଆପଣଙ୍କର ପେଟ ଅତ୍ୟଧିକ ବାହାରିଛି ଏବଂ ଶରୀରର ମାସ ଇଣ୍ଡେକ୍ସ ଅଧିକ ଅଛି, ତେବେ ଏହାକୁ ଯଥାଶୀଘ୍ର ହ୍ରାସ କରନ୍ତୁ। ଗବେଷଣା ଏବଂ ଡାକ୍ତରମାନେ ମଧ୍ୟ ବିଶ୍ୱାସ କରନ୍ତି ଯେ ଏହା ରୋଗର ଏକ କାରଣ। ମୋଟାପା ଆପଣଙ୍କର ଷ୍ଟାମିନା, ବ୍ୟକ୍ତିତ୍ୱ ଏବଂ ସ୍ୱାସ୍ଥ୍ୟ ଉପରେ ଖରାପ ପ୍ରଭାବ ପକାଇଥାଏ ।…

ଆଜିର ରାଶିଫଳ

ମେଷ: ଅଫିସ ମାମଲାରେ ଆପଣଙ୍କର ଆତ୍ମବିଶ୍ବାସ ଦୋହଲି ପାରେ। କୌଣସି ବଡ଼ କାମ ପୂରା କରିବା ପାଇଁ ଦାୟିତ୍ବ ପାଇବେ। ଆପଣ ଭାବିଥିବା କାମରେ ଲାଭ ହୋଇପାରେ। ସ୍ବାସ୍ଥ୍ୟ ଦୃଷ୍ଟିରୁ ଦିନଟି ଭଲ। ବୃଷ: ଚାକିରିଜୀବୀଙ୍କର ଭଲ ଆୟ ହେବ। କୌଣସି ମାମଲାରେ ଆପଣ ସକ୍ରିୟ ରହିବେ। ରାଜନୀତି…

ସିମ୍ ସହ ଲିଙ୍କ୍‌ ହେବ ହ୍ବାଟସ୍‌ଆପ୍

ନୂଆଦିଲ୍ଲୀ : ଦେଶରେ ଠକେଇ (Scams) ଏବଂ ଅପରାଧମୂଳକ କାର୍ଯ୍ୟକଳାପର ମୁକାବିଲା କରିବା ଲକ୍ଷ୍ୟ ନେଇ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଟେଲିକମ୍ ବିଭାଗ (DoT) ସମସ୍ତ ମେସେଜିଂ ଆପ୍‌ କମ୍ପାନିକୁ 'ସିମ୍ ବାଇଣ୍ଡିଂ' ବ୍ୟବସ୍ଥା ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶ…

ପୁଟିନଙ୍କ ଭାରତ ଗସ୍ତ, ପ୍ରତିରକ୍ଷା ଚୁକ୍ତିକୁ ନେଇ କଳ୍ପନାଜଳ୍ପନା

ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ୨୦୨୫ ଡିସେମ୍ବର ୪ ଓ ୫ ତାରିଖରେ ଭାରତ ଆସିବେ। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ୨୩ତମ ଭାରତ-ରୁଷ ବାର୍ଷିକ ସମ୍ମିଟ୍ ପାଇଁ। ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଆଲୋଚନା କରିବେ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ଭେଟିବେ, ଯିଏ…