ଜମ୍ମୁ କାଶ୍ମୀରରେ ବଡ ଧରଣର ଭୂକମ୍ପ ଝଟକା ଅନୁଭୂତ

ଜମ୍ମୁ କାଶ୍ମୀରରେ ବଡ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସୋମବାର ସକାଳ ୫ଟା ୩୫ ସମୟରେ ଜମ୍ମୁ ଏବଂ କାଶ୍ମୀରର ବାରମୁଲ୍ଲା ଜିଲ୍ଲାରେ ୪.୬ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ବାରାମୁଲ୍ଲାରେ ଅବସ୍ଥିତ। ଏବଂ ଉପତ୍ୟକାରେ ଏହାର ଅବସ୍ଥିତି ଯୋଗୁଁ ଭୂମିକମ୍ପ…

ଆଜି ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ। ଏଥିପାଇଁ ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ରାଷ୍ଟ୍ରପତି ଯିବାକୁ ଥିବା ରାସ୍ତା ଗୁଡିକରେ କଟକଣା ଜାରି…

ଏହି ରାଶିଙ୍କ ପାଇଁ ଆଜିର ଦିନ ଅତ୍ୟନ୍ତ ଖୁସିର ଦିନ

ମେଷ : ଆଜି, ନକ୍ଷତ୍ରମାନେ ଆପଣଙ୍କୁ ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦାନ କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି ଯାହା ଆପଣଙ୍କୁ ସଫଳତା ଆଡ଼କୁ ଆଗେଇ ନେବ । ଆପଣ ଆପଣଙ୍କ ଆଖିରେ ଏକ ଚମକ ଅନୁଭବ କରିବେ, ଯାହା ନୂତନ ଉଦ୍ଦେଶ୍ୟ ଭାବନା ଏବଂ ନୂତନ ଚ୍ୟାଲେଞ୍ଜଗୁଡ଼ିକୁ ମୁକାବିଲା କରିବା ପାଇଁ ଇଚ୍ଛାକୁ…

ଯାଆଁଳା ଶିଶୁର ବାପା ମା ହେଲେ ରାମଚରଣ

ସାଉଥର ପପୁଲାର ଅଭିନେତା ରାମ ଚରଣ ପୁଣି ଥରେ ବାପା ହୋଇଛନ୍ତି । ତାଙ୍କ ସ୍ତ୍ରୀ ଉପାସନା କୋନିଡେଲା ଯାଆଁଳା ଛୁଆ ଜନ୍ମ କରିଛନ୍ତି । ଗୋଟିଏ ପୁତ୍ର ସନ୍ତାନ ହୋଇଥିଲାବେଳେ ଅନ୍ୟଟି କନ୍ୟା ସନ୍ତାନ ଜନ୍ମ ହୋଇଛନ୍ତି । ଏହି ଖବର ତାଙ୍କ ଘରେ ଆନନ୍ଦର ଲହରୀ ଖେଳେଇ ଦେଇଛି । ଏହାରି ମଧ୍ୟରେ…

କ୍ରୀଡା ସାମଗ୍ରୀ ପାଇଁ ଏକ ବିଶ୍ୱସ୍ତରୀୟ କେନ୍ଦ୍ର ଭାବରେ ଉଭା ହେବ ଭାରତ – ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଚଳିତ ବର୍ଷର କେନ୍ଦ୍ରୀୟ ବଜେଟ୍ କ୍ରୀଡା କ୍ଷେତ୍ର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଥିଲେ, “ଭାରତରେ କ୍ରୀଡା ସାମଗ୍ରୀ ପାଇଁ ଏକ ବିଶ୍ୱସ୍ତରୀୟ କେନ୍ଦ୍ର ଭାବରେ ଉଭା ହେବାର ସମ୍ଭାବନା ରହିଛି।” ସେ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ କ୍ରୀଡା…

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୭.୮୫ ଲକ୍ଷ କୋଟି ଟଙ୍କାର ପ୍ରତିରକ୍ଷା ବଜେଟ୍ ଉପସ୍ଥାପନ

ପ୍ରତିରକ୍ଷା କ୍ଷେତ୍ର ପାଇଁ ଏକ ବଡ଼ ଧରଣର ବ୍ୟୟବରାଦ ଘୋଷଣା କରିଛନ୍ତି ସରକାର। ‘ଅପରେସନ ସିନ୍ଦୂର’ ପରେ ସୀମାରେ ବଢ଼ୁଥିବା ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ବଜେଟ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୭.୮୫ ଲକ୍ଷ କୋଟି ଟଙ୍କାର…

ଆୟକର ସ୍ଳାବରେ କୌଣସି ପରିବର୍ତନ ନାହିଁ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ ନୂତନ ରେକର୍ଡ ସୃଷ୍ଟି କରିଛି, କାରଣ ଅର୍ଥମନ୍ତ୍ରୀ ରବିବାର ନବମ ଥର ପାଇଁ ତାଙ୍କର ବଜେଟ ଭାଷଣ ଦେଇଥିଲେ। ଶିକ୍ଷା, ନିଯୁକ୍ତି,…

ଦେଶରେ ଖୋଲିବ ଆୟୁର୍ବେଦିକ ଏମ୍ସ

ବିଶ୍ୱବ୍ୟାପୀ ସ୍ୱୀକୃତି ପାଇଥିବା ପ୍ରାଚୀନ ଯୋଗ ଏବଂ ଆୟୁର୍ବେଦ ପ୍ରଣାଳୀ ଉପରେ ଗୁରୁତ୍ୱ ଦିଆଯିବ। ଆୟୁର୍ବେଦକୁ ଆହୁରି ମଜବୁତ କରିବା ପାଇଁ, ସରକାର ତିନୋଟି ନୂତନ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ ପ୍ରତିଷ୍ଠା ଘୋଷଣା କରିଛନ୍ତି। ଏହି ପ୍ରତିଷ୍ଠାନଗୁଡ଼ିକ ପାରମ୍ପରିକ ଔଷଧରେ ଗବେଷଣା,…

ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍

ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍। ସେମିକଣ୍ଡକ୍ଟର କ୍ଷେତ୍ରରେ ପାଲଟିବା ବିଶ୍ୱସ୍ତରୀୟ ଶକ୍ତି। ଭାରତର ବୈଷୟିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବଜେଟରେ ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ISM) ୨.୦ ର ଶୁଭାରମ୍ଭ ଘୋଷଣା ହୋଇଛି। ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ୪୦,୦୦୦ କୋଟି…

ଓଡ଼ିଶାରେ ହେବ ଖଣିଜ କରିଡର

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି । ଏହି ବଜେଟରେ କରଦାତାମାନେ ଆଶ୍ୱସ୍ତି ପାଇବାକୁ ଆଶା କରୁଥିବା ବେଳେ, ମଧ୍ୟବିତ୍ତ ବର୍ଗଠାରୁ ଗ୍ରାମୀଣ ଚାଷୀ ପର୍ଯ୍ୟନ୍ତ ସମସ୍ତେ ମଧ୍ୟ ସରକାରଙ୍କ ଉପରେ ନଜର ରଖିଛନ୍ତି। କର୍ତ୍ତବ୍ୟ ଭବନରେ ପ୍ରଥମ ବଜେଟ୍…