ଏଚ୍ସିଏଲ ଟେକ୍ ଖୁବ୍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ – ମୁଖ୍ୟମନ୍ତ୍ରୀ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଏଚ୍ସିଏଲ ଟେକ୍ ଖୁବ୍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ। ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ସୋମବାର ସେ ଏହି ଘୋଷଣା କରିଛନ୍ତି। ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ, ମୁଖ୍ୟମନ୍ତ୍ରୀ ମାଝୀ…