ଦେଶରେ ଖୋଲିବ ଆୟୁର୍ବେଦିକ ଏମ୍ସ

ବିଶ୍ୱବ୍ୟାପୀ ସ୍ୱୀକୃତି ପାଇଥିବା ପ୍ରାଚୀନ ଯୋଗ ଏବଂ ଆୟୁର୍ବେଦ ପ୍ରଣାଳୀ ଉପରେ ଗୁରୁତ୍ୱ ଦିଆଯିବ। ଆୟୁର୍ବେଦକୁ ଆହୁରି ମଜବୁତ କରିବା ପାଇଁ, ସରକାର ତିନୋଟି ନୂତନ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ ପ୍ରତିଷ୍ଠା ଘୋଷଣା କରିଛନ୍ତି। ଏହି ପ୍ରତିଷ୍ଠାନଗୁଡ଼ିକ ପାରମ୍ପରିକ ଔଷଧରେ ଗବେଷଣା,…

ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍

ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍। ସେମିକଣ୍ଡକ୍ଟର କ୍ଷେତ୍ରରେ ପାଲଟିବା ବିଶ୍ୱସ୍ତରୀୟ ଶକ୍ତି। ଭାରତର ବୈଷୟିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବଜେଟରେ ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ISM) ୨.୦ ର ଶୁଭାରମ୍ଭ ଘୋଷଣା ହୋଇଛି। ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ୪୦,୦୦୦ କୋଟି…

ଓଡ଼ିଶାରେ ହେବ ଖଣିଜ କରିଡର

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି । ଏହି ବଜେଟରେ କରଦାତାମାନେ ଆଶ୍ୱସ୍ତି ପାଇବାକୁ ଆଶା କରୁଥିବା ବେଳେ, ମଧ୍ୟବିତ୍ତ ବର୍ଗଠାରୁ ଗ୍ରାମୀଣ ଚାଷୀ ପର୍ଯ୍ୟନ୍ତ ସମସ୍ତେ ମଧ୍ୟ ସରକାରଙ୍କ ଉପରେ ନଜର ରଖିଛନ୍ତି। କର୍ତ୍ତବ୍ୟ ଭବନରେ ପ୍ରଥମ ବଜେଟ୍…

ପ୍ରତ୍ୟେକ ଜିଲ୍ଲାରେ ହେବ ବାଳିକା ହଷ୍ଟେଲ୍ – ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ୍ ଶିକ୍ଷାଗତ ବିକାଶ ଏବଂ ସାମାଜିକ ଭିତ୍ତିଭୂମି ଉପରେ ଧ୍ୟାନ ଦିଆଯାଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶବ୍ୟାପୀ ପ୍ରମୁଖ ଶିଳ୍ପ ଏବଂ ଲଜିଷ୍ଟିକ୍ସ ହବ୍ ନିକଟରେ ପାଞ୍ଚଟି ବିଶ୍ୱବିଦ୍ୟାଳୟ ଟାଉନସିପ୍ ପ୍ରତିଷ୍ଠା କରିବାକୁ ପ୍ରସ୍ତାବ…

ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଆଜି ଫେବ୍ରୁଆରୀ ୧ । ଦେଶର ଅର୍ଥନୀତିର ଦିଗ ନିର୍ଣ୍ଣୟ କରିବ ଏହି ଦିନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି । ଏହି ବଜେଟରେ କରଦାତାମାନେ ଆଶ୍ୱସ୍ତି ପାଇବାକୁ ଆଶା କରୁଥିବା ବେଳେ, ମଧ୍ୟବିତ୍ତ ବର୍ଗଠାରୁ ଗ୍ରାମୀଣ ଚାଷୀ ପର୍ଯ୍ୟନ୍ତ ସମସ୍ତେ…

ଭାରତ- ନ୍ୟୁଜିଲାଣ୍ଡ ଶେଷ ଟି 20 : ସିରିଜ ହାତେଇଲା ଭାରତ

୪୬ ରନରେ ଶେଷ ଟି 20 ମ୍ୟାଚ ଜିତିଛି ଭାରତ । ଫଳରେ ଭାରତ ୪-୧ ରେ ସିରିଜ ବିଜୟ ଲାଭ କରିଛି । ନ୍ୟୁଜିଲାଣ୍ଡ ୧୯.୪ ଓଭର ଖେଳି ସମସ୍ତ ୱେକେଟ ହରାଇ ୨୨୫ କରିବାକୁ ସକ୍ଷମ ହୋଇଥିଲା । ଅର୍ଶଦୀପ ସିଂହଙ୍କ ୫ ୱିକେଟ୍ ସଫଳତା ଭାରତକୁ ନ୍ୟୁଜିଲାଣ୍ଡକୁ ୨୨୫ ରନ୍ ରେ ସୀମିତ ରଖିବା ଏବଂ ୪୬ ରନ୍ ରେ…

ଆଜି ପବିତ୍ର ମାଘ ପୂର୍ଣ୍ଣମୀ,ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ

ଆଜି ପବିତ୍ର ମାଘ ପୂର୍ଣ୍ଣମୀ । ଏହି ଅବସରରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମ୍‌ରେ ବେଶ ପ୍ରସ୍ତୁତି ଶେଷ ହେଉଛି । ପ୍ରମୁଖ ସୋଲ କାରିଗରଙ୍କ ସମେତ ଦର୍ଜୀ ଓ ଚିତ୍ରକର ସେବକ ଠାକୁରଙ୍କ କାର୍ଯ୍ୟରେ ଲାଗିଛନ୍ତି । ଠାକୁରଙ୍କ ଶ୍ରୀହସ୍ତ ପଦ…

ଆଉ କିଛି ସମୟରେ ସଂସଦରେ ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପେଡ଼ି

ଆଉ କିଛି ସମୟରେ ସଂସଦରେ ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପେଡ଼ି। କେନ୍ଦ୍ରୀୟ ବଜେଟ୍ ଆଗତ କରିବେ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ଭାବେ ସଂସଦରେ ଏହା ତାଙ୍କର ନବମ ବଜେଟ୍ ହେବ । ବଜେଟ ଉପରେ ସମସ୍ତଙ୍କ ନଜର ରହିଛି । ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି । ଏହି ଅବସରରେ…

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଗୋଟିଏ କଥା ଭାବୁଛ, କିନ୍ତୁ ଅନ୍ୟ କିଛି ଘଟିପାରେ। ଜୀବନସାଥୀଙ୍କ ଅସାବଧାନତା ଯୋଗୁଁ ବହୁତ କ୍ଷତି ହୋଇପାରେ। ଲାଭ ପାଇଁ ଯୋଜନାହୀନ ସୁଯୋଗ ହାତଛଡ଼ା ହୋଇଯାଇପାରେ ଏବଂ ଖର୍ଚ୍ଚ ବୃଦ୍ଧି ପାଇବ। ବୃଷ: ଆପଣଙ୍କ କଠିନ ପରିଶ୍ରମ ଏବଂ କୌଶଳ ଆପଣଙ୍କର ଖ୍ୟାତି ଏବଂ ଲାଭ ବୃଦ୍ଧି କରିବ।…

ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ…