ଆଇପିଏଲ ମହାସମର : ମୁହାଁମୁହିଁ ହେବେ ମୁମ୍ବଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ
ୱାଙ୍ଖଡେ ଷ୍ଟାଡ଼ିୟମରେ ଆଜି ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)-୨୦୨୫ର୨୦ତମ ମ୍ୟାଚ ମୁମ୍ବଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ଏହି ଗୁରୁତ୍ବପୂର୍ଣ୍ଣ ମ୍ୟାଚରେ ଭାରତୀୟ ଦଳର ଦୁଇ ସୁପରଷ୍ଟାର ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ପରସ୍ପର ବିପକ୍ଷରେ…