ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସିଫା ନିକଟରେ ବିଳମ୍ବିତ ରାତିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା, ଜଣେ ମୃତ 20 ଆହତ
ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସିଫା ନିକଟରେ ବିଳମ୍ବିତ ରାତିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଂଲାଦେଶରୁ ପୁରୀ ଆସୁଥିଲା ଯାତ୍ରୀବାହୀ ବସ୍ । ଏଥିରେ…