ଆଜି ଠାରୁ ୭ ଫେବୃଆରୀ ଯାଏଁ ଯୋରନ୍ଦାରେ ମହିଳା ମେଳା
ମହିମା ଧର୍ମୀଙ୍କ ମୁଖ୍ୟ ଧର୍ମସ୍ଥଳୀ ଯୋରନ୍ଦା ଠାରେ ଆଜି ଠାରୁ ୭ ଫେବୃଆରୀ ଯାଏଁ ମେଳା ଅନୁଷ୍ଠିତ ହେଉଛି । ଆଜି ଓ ଆସନ୍ତା କାଲି ୨ ଦିନ ମହିମା ସାଧୁ ସନ୍ଥଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ କାରଣ ଆଜି ମାଘ ଚତୁର୍ଦ୍ଦଶୀ ରେ ମହିମା ଧର୍ମ ର ମୁଖ୍ୟ ଗୁରୁ ଅଲେଖ ଗୋସେଇଁ ଙ୍କ ଦେହତ୍ୟାଗ ହୋଇଥିଲା ।…