ପିଏମ୍ ଜନମନ ଯୋଜନାରେ ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁରି
ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହାଅଭିଯାନ (ପିଏମ ଜନମନ) ଅଧୀନରେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଓଡ଼ିଶାର ୨୬ଟି ସଡ଼କ ଏବଂ ଦୁଇଟି ସେତୁ ପ୍ରକଳ୍ପକୁ ମଞ୍ଜୁର କରିଛି। ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ମନ୍ତ୍ରଣାଳୟ ଏଥିପାଇଁ ଓଡ଼ିଶାକୁ…