ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ

ନେପାଳରେ ଶୁକ୍ରବାର ରାତି ୭ଟା ୫୨ ମିନିଟ୍‌ ସମୟରେ ୫.୦ ତୀବ୍ରତାର ଭୂକମ୍ପ ହୋଇଛି। ଏହାର କମ୍ପନ ଉତ୍ତର ଭାରତର ବିଭିନ୍ନ ଭାଗରେ ଅନୁଭୂତ ହୋଇଛି। ୨୦ କିଲୋମିଟର ଗଭୀରରେ ଭୂକମ୍ପର କେନ୍ଦ୍ରବିନ୍ଦୁ ଥିବା ନ୍ୟାଶନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ…

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୦ ତାରିଖ ରାତିରେ ଭୁବନେଶ୍ୱର ପହଞ୍ଚିବେ ନଡ୍ଡା । ୧୧ରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବେ ।କିଛି ଦିନ ପୂର୍ବରୁ ଏନେଇ ସୂଚନା ଦେଇଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।  ସେ କହିଥିଲେ ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ…

ସମ୍ପତ୍ତିି ତାଲିକା ଦେବେ ସୁପ୍ରିମକୋର୍ଟ ବିଚାରପତି

ସୁପ୍ରିମକୋର୍ଟର ସବୁ ବିଚାରପତି ଏଣିକି ନିଜ ସମ୍ପତ୍ତିର ତାଲିକା ଦେବେ ବୋଲି ଜଣାପଡିଛି। ଏପ୍ରିଲ ପହିଲାରେ ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁପ୍ରିମକୋର୍ଟର ସମସ୍ତ ୩୩ ବିଚାରପତି ଏହି ପ୍ରସ୍ତାବରେ ସହମତି ପ୍ରକାଶ କରିଥିବା ଜଣାପଡିଛି।…

ରାଜ୍ୟସଭାରେ ପାସ୍ ହେଲା ୱାକଫ ବିଲ୍ : ବିଜେଡିର କିଏ ଦେଲା ଭୋଟ୍ !

ରାଜ୍ୟସଭାରେ ପାସ୍ ହେଲା ୱାକଫ ବିଲ୍। ବିଲ୍ ସପକ୍ଷରେ ୧୨୮ଟି ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ୯୫ଟି ଭୋଟ୍ ପଡ଼ିଥିଲା। ତେବେ ବିଜେଡିର କିଏ କାହାକୁ ଭୋଟ ଦେଲା ତାକୁ ନେଇ ଚର୍ଚା ଚାଲିଛି । ଏବେ ଏହି ବିଲ୍ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଆଇନରେ ପରିଣତ ହେବ। ରାଜ୍ୟସଭାରେ ଆଲୋଚନା ବେଳେ…

ଆରପାରିରେ ବରିଷ୍ଠ ଅଭିନେତା ମନୋଜ କୁମାର

ବଲିଉଡରୁ ଆସିଛି ଏକ ଦୁଃଖଦ ଖବର । ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ ହୋଇଛି । ସେ ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ଦେଶପ୍ରେମପୂର୍ଣ୍ଣ ସିନେମା କରିଥିଲେ । ସେଥିପାଇଁ…

୬ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପୁଣିଥରେ ତାପମାତ୍ରା ବଢ଼ିବ

ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଶୁକ୍ରବାର ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଏବଂ ୫ ତାରିଖରେ ପଶ୍ଚିମ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ୪୦ରୁ ୫୦ କିମି ବେଗରେ ପବନ ବହିବ। ୬…

ଆସନ୍ତାକାଲି ଶନି ଓ ମଙ୍ଗଳ ଏକାଠି ହୋଇ ନବପଞ୍ଚମ ଯୋଗ ସୃଷ୍ଟି କରିବେ

ଶନିବାର ୫ ଏପ୍ରିଲ୍‌ ୨୦୨୫ରେ ମଙ୍ଗଳ ଓ ଶନି ଏକାଠି ହେବା ଫଳରେ ଏକ ଶୁଭ ଓ ଶକ୍ତିଶାଳୀ ଯୋଗ ସୃଷ୍ଟି ହେବ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ହଠାତ୍‌ ପରିବର୍ତ୍ତନ ହେବ । ଶନି ଓ ମଙ୍ଗଳ ଏକାଠି ହୋଇ ନବପଞ୍ଚମ ଯୋଗ…

ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା

ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ମିଳିଛି। ରାଜ୍ୟରେ ହୋଇଥିବା ୨୫ ହଜାର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତିକୁ ରଦ୍ଦ କରିବା ଲାଗି କଲକାତା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟଙ୍କ…

ସମ୍ବଲପୁର ଗସ୍ତରେ DGP, ୬ଜଣ ଦକ୍ଷ ପୋଲିସ କର୍ମଚାରୀଙ୍କୁ ବଣ୍ଟନ କଲେ ଡ଼ିଜି ପଦକ

ସମ୍ବଲପୁର ଗସ୍ତରେ ଆସି ଗୁରୁବାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ। ସମ୍ବଲପୁରରେ ଗତ ରାତିରେ ରହଣି ପରେ ଗୁରୁବାର ସକାଳେ ସର୍ବ ପ୍ରଥମେ ମା’ ସମଲେଶ୍ୱରୀ ପୀଠରେ ମା’ଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ। ଏହା ପରେ ସେ…

କୋଡ଼ିଏରୁ ତିରିଶ ବର୍ଷ ବୟସ ଭିତରେ ଭାରତୀୟମାନଙ୍କ ଚୁଟି ପାଚିବା ଏକ ସାଧାରଣ କଥା ପାଲଟିଛି, ଜାଣନ୍ତୁ ଏହାର କାରଣ

ଏକଦା ବୃଦ୍ଧାବସ୍ଥା ସହ କେଶ ପାଚିବା ଜଡ଼ିତ ଥିଲା। ମାତ୍ର ସମ୍ପ୍ରତି କୋଡ଼ିଏରୁ ତିରିଶ ବର୍ଷ ବୟସ ଭିତରେ ଭାରତୀୟମାନଙ୍କ ଚୁଟି ପାଚିବା ଏକ ସାଧାରଣ କଥା ପାଲଟିଛି। ଜୀବନଶୈଳୀ, ପରିବେଶିକ ପରିବର୍ତ୍ତନ ଓ ଖାଦ୍ୟର ମିଶ୍ରିତ ପ୍ରଭାବ ଯୋଗୁଁ ସେଭଳି ଘଟୁଛି ବୋଲି ଜଣାଯାଇଛି। ସ୍ବାସ୍ଥ୍ୟ…