ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ,ପାଇଲଟ ମୃତ

ଗୁଜରାତର ଜାମନଗର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । କ୍ରାଶ୍ ପରେ ଜଣେ ପାଇଲଟଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ଏହା ଏକ ଯୁଦ୍ଧ ବିମାନ ଜାଗୁଆର ବୋଲି ଜଣାପଡିଛି । ଦୁର୍ଘଟଣାପରେ ଏହା ଜଳିଯାଇଛି । କ୍ରାଶ୍ ହୋଇଥିବା…

ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଥାଇଲାଣ୍ଡ ଗସ୍ତରେ…

ଷଷ୍ଠ ବିମଷ୍ଟେକ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ଗୁରୁବାର) ସକାଳେ ଦୁଇ ଦିନିଆ ଥାଇଲାଣ୍ଡ ଗସ୍ତରେ ଯିବେ। ୨୦୧୬ ଓ ୨୦୧୯ ପରେ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ତୃତୀୟ ଥାଇଲାଣ୍ଡ ଗସ୍ତ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆସନ୍ତାକାଲି…

ଫ୍ରାନ୍ସ ରାଷ୍ଟ୍ରଦୂତ ଥିଏରୀ ମାଥୌ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ…

ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଥିଏରୀ ମାଥୌ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ଓଡ଼ିଶା ଏବଂ ଫ୍ରାନ୍ସର ମଧ୍ୟରେ ଦୃଢ ସମ୍ପର୍କ ସ୍ଥାପନ ବିଷୟରେ ଆଲୋଚନା କରିଛନ୍ତି। ଫ୍ରାନ୍ସ ଓ ଭାରତର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼…

ୱାକଫରେ କୌଣସି ଅଣ-ଇସଲାମିକ ସଦସ୍ୟ ରହିପାରିବେ ନାହିଁ – ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସଭାରେ ୱାକଫ ସଂଶୋଧନ ବିଲ୍ ମାଧ୍ୟମରେ ବିରୋଧୀ ସାଂସଦମାନଙ୍କ ମୁସଲମାନମାନଙ୍କୁ ଭୟଭୀତ କରିବାର ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏବଂ କହିଛନ୍ତି ଯେ ବିରୋଧୀ ଭୋଟ ବ୍ୟାଙ୍କ ପାଇଁ ଭ୍ରମ ପ୍ରସାର କରି ସଂଖ୍ୟାଲଘୁମାନଙ୍କୁ ଭୟଭୀତ କରୁଛନ୍ତି। ଗୃହରେ ୱାକଫ୍…

ଜାପାନକୁ ଦୋହଲାଇବ ଆର୍ଥକ୍ବାର୍କ

ସାରା ଦୁନିଆକୁ ଦୋହଲାଇ ଦେଇଛି ମିଆଁମାର ଭୂମିକମ୍ପ । ୧୨ମିନିଟରେ ଦୁଇ ଦୁଇ ଥର ଭୂମିକମ୍ପ ଦେଶକୁ ଛାରଖାର କରିଛି । ତେବେ ସେଭଳି କିଛି ଝଟକା ଭାରତକୁ ମଧ୍ୟ ଲାଗିପାରେ । ଏନେଇ ସତର୍କ କରାଇଛନ୍ତି ଆଇଆଇଟି କାନପୁର ବୈଜ୍ଞାନିକ । ସେପଟେ ଜାପାନରେ ହୋଇପାରେ ମେଗା ଆର୍ଥକ୍ବାର୍କ ବା ଅତ୍ୟନ୍ତ…

ଜାଣନ୍ତୁ ତମ୍ବା ପାତ୍ରରେ ପାଣି ରଖି ପିଇଲେ କଣ ସବୁ ଫାଇଦା ମିଳେ

ଏବେ ଘରେ ଘରେ ଥଣ୍ଡା ପାଣି ପିଇବା ପାଇଁ ପ୍ଲାଷ୍ଟିକ୍ ବୋତଲରେ ପାଣି ଭରି ଫ୍ରିଜରେ ରଖିବା ଆରମ୍ଭ ହୋଇଗଲାଣି । କିନ୍ତୁ ଆପଣ ଜାଣନ୍ତି କି, ପ୍ଲାଷ୍ଟିକ ବୋତଲରେ ପାଣି ପିଇବା ଆମ ଶରୀର ପାଇଁ କେତେ କ୍ଷତିକାରକ । ମାତ୍ର ଆପଣ ଯଦି ତମ୍ବା ପାତ୍ରରେ ପାଣି ରଖି ପିଇବା ତାହାଲେ ତାହା ଦେହ ପାଇଁ…

ଲୋକସଭାରେ  ଆଗତ ହେଲା  ୱାକଫ୍ ସଂଶୋଧିତ ବିଲ

ଆଜି ଲୋକସଭାରେ  ଆଗତ ହେଲା  ୱାକଫ୍ ସଂଶୋଧିତ ବିଲ । ସମସ୍ତ ସାଂସଦଙ୍କୁ ଗୃହରେ ରହିବାକୁ ହ୍ବିପ ଜାରି କରିଛି ବିଜେପି । କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି ୱାକଫ ବିଲକୁ ନେଇ ୮ ଘଣ୍ଟା ଧରି ଚର୍ଚ୍ଚା କରାଯିବ । ୱାକଫ ସଂଶୋଧିତ ବିଲରେ କିଛି ଗୁରୁତ୍ବପୂର୍ଣ୍ଣ ସଂଶୋଧନ କରାଯାଇଛି ।…

ନିଜ ପରିବାର ସହ ମନ୍ନତ ଛାଡ଼ିବେ ଶାହରୁଖ

ମୁମ୍ବାଇରେ ଅନେକ ଦର୍ଶନୀୟ ସ୍ଥାନ ରହିଛି। ବିଭିନ୍ନ ଐତିହାସିକ ସ୍ଥାନ ସହିତ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ପାଲଟିଥାଏ ଧନୀକ ବ୍ୟକ୍ତିଙ୍କ ବଡ଼ ବଡ଼ ବଙ୍ଗଳା। ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ବଙ୍ଗ‌ଳା ମନ୍ନତ ସେଥିମଧ୍ୟରୁ ଅନ୍ୟତମ। ଲୋକେ ମୁମ୍ବାଇକୁ ବୁଲିବାକୁ ଗଲେ ମନ୍ନତକୁ…

ସେନ୍‌ସେକ୍ସ ୧୩୯୦ ପଏଣ୍ଟ ହ୍ରାସ ପାଇ ୭୬,୦୨୪ ପଏଣ୍ଟରେ ବନ୍ଦ ହୋଇଛି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ବର ସବୁ ଦେଶ ଉପରେ ଶୁଳ୍କ ଲଗାଇବାକୁ ଧମକ ଦେଇଛନ୍ତି। ‌ଏହାକୁ ନେଇ ନିବେଶକମାନେ ବେଶ୍ ଭୟଭୀତ ହୋଇପଡ଼ିଛନ୍ତି। ଶୁଳ୍କରେ ପ୍ରଭାବିତ ହେବାକୁ ଥିବା କ୍ଷେତ୍ରର ସେୟାରକୁ ସେମାନେ ବିକ୍ରି କରିବାରୁ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନ୍‌ସେକ୍ସ ୧୩୯୦…

ଆଜି ଠାରୁ ଶିଶୁ ବାଟିକାରେ ପାଠପଢ଼ା ଆରମ୍ଭ, କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଛନ୍ତି ମୁଖ୍ୟମନ୍ତ୍ରୀ

ଏପ୍ରିଲ୍ ୨ ତାରିଖ ବୁଧବାରଠାରୁ ଶିଶୁ ବାଟିକାରେ ପାଠପଢ଼ା ଆରମ୍ଭ ହୋଇଛି। ଏହି ଅବସରରେ ଭୁବନେଶ୍ବର ବଡ଼ଗଡ଼ ହାଇସ୍କୁଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ସ୍କୁଲ ବ୍ୟାଗ୍ ବଣ୍ଟନ…