ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ,ବିଭିନ୍ନ ଶିକ୍ଷାନୁଷ୍ଠାନରେ ଭକ୍ତିର ସହ ପୂଜା ଅର୍ଚ୍ଛନା

ହସ୍ତେ ସ୍ଫଟିକମାଳିକାଂ ବିଦଧତିଂ, ପଦ୍ମାସନେ ସଂସ୍ଥିତାଂ, ବନ୍ଦେତାଂ ପରମେଶ୍ୱରୀ ଭଗବତୀଂ ବୁଦ୍ଧିପ୍ରଦାଂ ଶାରଦାଂ । ସରସ୍ୱତୀ ମହାଭାଗେ ବିଦ୍ୟେ କମଳଲୋଚନେ ବିଦ୍ୟାରୂପେ ବିଶାଳାକ୍ଷି ବିଦ୍ୟାଂ ଦେହି ନମୋସ୍ତୁତେ । ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ…

ବିଜେଡିରୁ ଅରବିନ୍ଦଙ୍କ ନିଲମ୍ବନକୁ ବିରୋଧ କରି ଶଙ୍ଖଭବନ ସମର୍ଥକଙ୍କ ମେଳି ଦେଖିବାକୁ ମିଳିଛି

ନବୀନ ନିବାସ ଚାରିପଟେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଅରବିନ୍ଦଙ୍କ ସମର୍ଥକ ପାଟକୁରାରୁ ଆସୁଥିବା ସୂଚନା ପରେ ସୁରକ୍ଷା ବଢ଼ିଛି। ଅନ୍ୟପଟେ, ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ମେଳି ଦେଖିବାକୁ ମିଳିଛି। ବିରାଟ ପଟୁଆରରେ ପାଟକୁରାରୁ ଆସିଛନ୍ତି ଅରବିନ୍ଦଙ୍କ ଶହ ଶହ ସମର୍ଥକ।…

ଦୋମୁଁହା କେଶରୁ ମୁକ୍ତି ଦେଇଥାଏ ଦେଶୀ ଘିଅରେ ପ୍ରସ୍ତୁତ ହେୟାର ମାସ୍କ

କେଶ ଝଡିବା ଏବେ ଏକ ସାଧାରଣ ସମସ୍ୟା । ଯାହାର ମୁଖ୍ୟ କାରଣ ହେଉଛି ପ୍ରଦୂଷଣ ଏବଂ ପୋଷକ ତତ୍ବର ଅଭାବ । ପୁରୁଷଙ୍କଠାରୁ ଆରମ୍ଭ କରି ମହିଳା ପର୍ୟ୍ୟନ୍ତ ସମସ୍ତେ ଏହି ସମସ୍ୟାର ଶିକାର । ତେବେ କେଶ ଝଡିବା, ରୁକ୍ଷ ହେବା କିମ୍ବା ଅନ୍ୟ ସମସ୍ୟାରୁ ମୁକ୍ତି ପାଇଁ ବଜାରରେ ଅନେକ ସାମଗ୍ରୀ ମିଳୁଛି ।…

ଭାରତରେ ଲଞ୍ଚ ହୋଇଛି Motorola Signature ଫୋନ୍ , ଜାଣନ୍ତୁ କେତତ ରହିଛି ଦାମ୍

ଭାରତରେ Motorola Signature ଫୋନ୍ ଲଞ୍ଚ ହୋଇଛି । Motorolaର ଏହି ଫ୍ଲାଗସିପ୍ ଫୋନରେ ୧୬GB RAM, 1TB ଷ୍ଟୋରେଜ୍ ଏବଂ ପାୱାରଫୁଲ୍ ଫିଚର୍ସ ରହିଛି । କମ୍ପାନୀ ଏହି ଫୋନକୁ ବହୁ ଦିନ ଧରି ସୋସିଆଲ ମିଡିଆରେ ଟିଜ୍ କରିଆସୁଛି । ଏହି Motorola ଫୋନକୁ ବର୍ତ୍ତମାନ ୟୁରୋପୀୟ ବଜାରରେ ଉପସ୍ଥାପନ…

ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ବିତୀୟ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ

ରାୟପୁରର ସହିଦ ବୀରନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ବିତୀୟ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚ ଜିତିଥିବା ଭାରତ ଏହି ମ୍ୟାଚକୁ ଜିତି ଶୃଙ୍ଖଳାରେ ନିଜର ଅଗ୍ରଣୀ ସ୍ଥିତିକୁ ଜାରି ରଖିବାକୁ ଉଦ୍ୟମ କରିବ। ନ୍ୟୁଜିଲାଣ୍ଡ ବି…

ପୁତ୍ର ସନ୍ତାନର ବାପା-ମାଆ ହେଲେ ସବ୍ୟାର୍ଚ୍ଚିତା

ଖୁସି ଖବର ଦେଲେ ଓଲିଉଡର ଷ୍ଟାର ଦମ୍ପତ୍ତି । ବାପା-ମାଆ ହେଲେ ସବ୍ୟାର୍ଚ୍ଚିତା । ପୁତ୍ର ସନ୍ତାନର ବାପା ହେଲେ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ମାଆ ହେଲେ ଅଭିନେତ୍ରୀ ଅର୍ଚ୍ଚିତା । ପୁଅ ହେଇଥିବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇ ଖୁସି ଜାହିର କରିଛନ୍ତି ସବ୍ୟସାଚୀ । ଏଥିସହ କାଳିଆ…

ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ

ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ । ଏହି ଦିନଟିକୁ ପରାକ୍ରମ ଦିବସ ବୋଲି ମଧ୍ୟ ପାଳନ କରାଯାଉଛି । ନେତାଜୀ ଜୟନ୍ତୀ ପାଇଁ ସଜେଇ ହୋଇଛି କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମପୀଠ ସଂଗ୍ରହାଳୟ ଓ ନେତାଜୀ ସ୍ମାରକୀ । ନେତାଜୀଙ୍କ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ଉପରାଷ୍ଟ୍ରପତି…

୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ

ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ୫-ଦିନିଆ କାର୍ଯ୍ୟ ସପ୍ତାହ କାର୍ଯ୍ୟକାରୀ କରିବା ଏବଂ ଅନ୍ୟ ସବୁ ଶନିବାରଗୁଡ଼ିକୁ ଛୁଟିଦିନ ଭାବରେ ଘୋଷଣା କରିବା ପାଇଁ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ(ୟୁଏଫ୍‌ବିୟୁ) ପକ୍ଷରୁ ଦାବି କରାଯାଇ ୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି। ପ୍ରତି ମାସର ୨ୟ ଏବଂ…

ବିଦ୍ଧିବଦ୍ଧ ଭାବେ ଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସହ ସମସ୍ତ ସମ୍ପର୍କ ଛିନ୍ନ କଲା ଆମେରିକା

ଆମେରିକା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସହ ସମସ୍ତ ସମ୍ପର୍କ ଛିନ୍ନ କରିଛି । ପୂର୍ବରୁ ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପ୍ ହୁରେ ଅନିୟମିତତା ହେଉଥିବା ନେଇ ୟୁଏସକୁ ଦୂରେଇବାକୁ ଘୋଷଣା କରିଥିଲେ । ଏବେ ବିଦ୍ଧିବଦ୍ଧ ଭାବେ ଆମେରିକା ଏହି ସଙ୍ଗଠନରୁ ନିଜକୁ ଦୂରେଉ ଦେଇଛି । ଆମେରିକାର ସ୍ୱାସ୍ଥ୍ୟ…

ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି

ବିଶ୍ୱର ସବୁଠୁ ଉତ୍ତପ୍ତ ମରୁଭୂମି ସାହାରାରେ ତୁଷାରପାତ । ପ୍ରଚଣ୍ଡ ଉତ୍ତାପ, ଶୁଷ୍କ ପବନ ଓ ଅନ୍ତହୀନ ବାଲି ପାହାଡ଼ ପାଇଁ ପରିଚିତ ସାହାରା ମରୁଭୂମିରେ ତୁଷାରପାତ ପ୍ରକୃତିର ବିରୋଧାଭାସ ଭଳି ମନେ ହେଉଛି । ଗତ ୧୭ ତାରିଖ ଉତ୍ତର ଆଲଜେରିଆର କେତେକ ସ୍ଥାନରେ ଏକ ଅସାଧାରଣ ଦୃଶ୍ୟ ଦେଖିବାକୁ…