ଆଜି ହେବ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ  । କଳାହାଣ୍ଡିରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ ।  ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ…

ଆଜିଠୁ ରାଶିଚକ୍ରରେ ଆରମ୍ଭ ହେଉଛି ଶନି ଚଳନ

ଆଜିଠୁ ରାଶିଚକ୍ରରେ ଆରମ୍ଭ ହେଉଛି ଶନି ଚଳନ । ମୀନ ରାଶିରେ ପ୍ରବେଶ କରିବାକୁ ଯାଉଛନ୍ତି ନ୍ୟାୟର ଦେବତା ଶନି ଦେବ । ମୀନ ରାଶିରେ ଜୁନ୍ ୨୦୨୭ ପର୍ଯ୍ୟନ୍ତ ଶନି ବିଦ୍ୟମାନ ରହିବେ । ଜ୍ୟୋତିଷ ଗଣନା ଅନୁସାରେ,୧୦୦ ବର୍ଷ ପରେ ସୂର୍ଯ୍ୟଗ୍ରହଣ ଦିନ ଶନି ଗୋଚରର ସଂଯୋଗ ସୃଷ୍ଟି ହୋଇଛି । ନବଗ୍ରହ…

ଯବାନଙ୍କ ଗୁଳିରେ ଟପ୍ ମାଓ ନେତା ଜଗଦୀଶ ସମେତ ୧୭ ମାଓବାଦୀ ଟଳିଲେ

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଯବାନଙ୍କ ଗୁଳିରେ ଟପ୍ ମାଓ ନେତା ଜଗଦୀଶ ସମେତ ୧୭ ମାଓବାଦୀ ଟଳିପଡ଼ିଛନ୍ତି । ଡିଆରଜି ଓ ସିଆରପିଏଫ୍‌ ଯବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଛି । ୨ ଜଣ ଯବାନ ମଧ୍ୟ ଆହତ ହୋଇଛନ୍ତି । ସୁକୁମା…

ମାର୍ଚ୍ଚ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ

ମାର୍ଚ୍ଚ ୩୧ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସରକାରୀ ଛୁଟି ଦିନ ଥିବା ଯୋଗୁ ଏହି ସୋମବାର ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର…

ବିଳମ୍ବ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

 ପୁରୀରେ ଏବେ ସରିବ ନାହିଁ ଭକ୍ତଙ୍କ ଯନ୍ତ୍ରଣା । ବିଳମ୍ବ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା । ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ଆଇନ ମନ୍ତ୍ରୀ । ଗତ…

ଅଗ୍ନିବୀର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ , ଆବେଦନ କରିବାର ଶେଷ ତାରିଖ ଏପ୍ରିଲ ୧୦

ଭାରତୀୟ ନୌସେନା ଅଗ୍ନିବୀର (SSR ଏବଂ MR) ଏବଂ SSR (ମେଡିକାଲ୍) ପଦବୀ ପାଇଁ 2025 ବ୍ୟାଚ୍ ଅଧୀନରେ ନିଯୁକ୍ତି ବାହାର କରିଛି । ଯେଉଁ ଯୁବକମାନେ ଦେଶ ସେବା କରିବାକୁ ଏବଂ ଭାରତୀୟ ନୌସେନାରେ ଯୋଗ ଦେବାକୁ ସ୍ବପ୍ନ ଦେଖୁଛନ୍ତି ସେମାନଙ୍କ ପାଇଁ ଏହା ଏକ ଉତ୍ତମ ସୁଯୋଗ । ଅଗ୍ନିବୀର (SSR ଏବଂ…

ପୁଣି ପରଦାକୁ ଆସୁଛି ବଲିଉଡ୍‌ର ଆକ୍ସନ ମାଷ୍ଟର ଅକ୍ଷୟ କୁମାରଙ୍କ ଦମଦାର୍ ଚଳଚ୍ଚିତ୍ର ‘କେସରୀ ଚାପ୍ଟର ୨

ପୁଣି ପରଦାକୁ ଆସୁଛି ବଲିଉଡ୍‌ର ଆକ୍ସନ ମାଷ୍ଟର ଅକ୍ଷୟ କୁମାରଙ୍କ ଦମଦାର୍ ଚଳଚ୍ଚିତ୍ର 'କେସରୀ ଚାପ୍ଟର ୨'। ନିକଟରେ ନିର୍ମାତା ଚଳଚ୍ଚିତ୍ରର ଏକ ଛୋଟ ଝଲକ ସେୟାର କରିଥିଲେ ଯାହା ଦର୍ଶକଙ୍କ ଉତ୍ସାହକୁ ଦ୍ୱିଗୁଣିତ କରିଥିଲା। ଚଳଚ୍ଚିତ୍ରର ଟିଜର ରିଲିଜ୍ ହେବା ପରେ ଏବେ ଧର୍ମା ପ୍ରଡକ୍ସନ୍…

ମେ’ ୧ରୁ ଏଟିଏମ୍‌ରୁ ଟଙ୍କା ଉଠାଇବା କିମ୍ବା ବାଲାନ୍ସ ଯାଞ୍ଚ କରିବା ଲାଗି ଅଧିକ ଟଙ୍କା ଗଣିବାକୁ ପଡ଼ିବ

ଆଉ ମାସକ ପରେ ଏଟିଏମ୍‌ରୁ ଟଙ୍କା ଉଠାଇବା କିମ୍ବା ବାଲାନ୍ସ ଯାଞ୍ଚ କରିବା ଲାଗି ଅଧିକ ଟଙ୍କା ଗଣିବାକୁ ପଡ଼ିବ। ପ୍ରତି ବ୍ୟାଙ୍କ ସେମାନଙ୍କ ଗ୍ରାହକଙ୍କୁ ନିଜ ଏଟିଏମ୍ ଏବଂ ଅନ୍ୟ ବ୍ୟାଙ୍କର ଏଟିଏମ୍‌କୁ ମାଗଣାରେ ନିର୍ଦ୍ଦିଷ୍ଟ କେତେକ ଥର ବ୍ୟବହାର କରିବା ଅନୁମତି ଦେଇଛନ୍ତି। ସେହି ସୀମା ଶେଷ…

ମ୍ୟାମାରରେ ଭୂକମ୍ପ ଯୋଗୁଁ ଏପର୍ଯ୍ୟନ୍ତ ୧୦୦୨ ଲୋକ ମୃତ, ୨୩୦୦ରୁ ଅଧିକ ଆହତ

ମ୍ୟାମାର ଓ ଥାଇଲାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ ଆସିଛି। ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମ୍ୟାମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି। ମ୍ୟାମାରରେ ଏପର୍ଯ୍ୟନ୍ତ ୧୦୦୨ ଲୋକଙ୍କ ମୃତ୍ୟୁ ହୋଇଥିବା…

ମ୍ୟାମାର ଓ ଥାଇଲାଣ୍ଡରେ ବଡ଼ ଧରଣର ଭୂକମ୍ପ ଯୋଗୁଁ ବ୍ୟାପକ ଧନଜୀବନ କ୍ଷତି ନେଇ ଉଦ୍‌ବେଗ ପ୍ରକାଶ କଲେ ନରେନ୍ଦ୍ର ମୋଦୀ

ମ୍ୟାମାର ଓ ଥାଇଲାଣ୍ଡରେ ଆଜି ବଡ଼ ଧରଣର ଭୂକମ୍ପ ଯୋଗୁଁ ବ୍ୟାପକ ଧନଜୀବନ କ୍ଷତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ବେଗ ପ୍ରକାଶ କରିବା ସହ ଉଭୟ ରାଷ୍ଟ୍ରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ ଥିବା ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ…