ଟ୍ରମ୍ପ ୨୫୪ ସାମଗ୍ରୀ ଉପରୁ ଶୁଳ୍କ କମାଇଲେ

ଟ୍ରମ୍ପ ପ୍ରଶାସନ ପକ୍ଷରୁ ଗତ ୧୪ ତାରିଖରେ ଏକ ସଂଶୋଧିତ ତାଲିକା (ଅନେକ୍ସଚର-୨) ଜାରି କରାଯାଇଛି। ଚଳିତବର୍ଷ ଅଗଷ୍ଟ ମାସରେ ବିଭିନ୍ନ ଦେଶ ଉପରେ ଲଗାଯାଇଥିବା ପାଲଟା ଶୁଳ୍କ ଏଥିରେ ରହିଛି। ନଭେମ୍ବର ୧୩ରୁ ସଂ‌ଶୋଧିତ ଶୁଳ୍କକୁ କାର୍ଯ୍ୟକାରୀ କରାଯାଇଛି। ଅଧିକାରୀମାନଙ୍କ ଠାରୁ ମିଳିଥିବା…

କଂଗ୍ରେସର ବିଭୀଷଣ କିଏ ?

କଂଗ୍ରେସ ପିସିସି ସଭାପତି ଭକ୍ତ ଦାସ ନୂଆପଡ଼ାରେ କଂଗ୍ରେସର ଶୋଚନୀୟ ପରାଜୟକୁ ନେଇ କହିଛନ୍ତି, ସବୁ ଦଳରେ ବିଭୀଷଣ ଅଛନ୍ତି। ଆଉ ଆମ ଦଳ କଂଗ୍ରେସରେ ବି ବିଭୀଷଣ ଅଛନ୍ତି। ଯେଉଁମାନଙ୍କ ପାଇଁ ଦଳକୁ ଆଶାନୁରୂପ ସଫଳତା ମିଳିଲାନି। ଏହି କାରଣରୁ ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…

ବ୍ରହ୍ମପୁରରେ ପହଞ୍ଚିଲା ସିବିଆଇ ଟିମ୍

ସିବିଆଇ ଟିମ୍ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଛି।   ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପରିଚାଳିତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ…

ଆଜି ଆସିବ ଶେଖ୍‌ ହାସିନାଙ୍କ ବିରୋଧରେ ରାୟ

ବାଂଲାଦେଶରେ ଉତ୍ତେଜନା ଯୋଗୁଁ ହାଇଆଲର୍ଟ ଜାରି କରାଯାଇଛି । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲଙ୍କ ରାୟ ପୂର୍ବରୁ ପୁରା ଦେଶରେ ହାଇଆଲର୍ଟ ଜାରି କରାଯାଇଥିବା ସୂଚନା ମିଳିଛି । ବାଂଲାଦେଶର ପୂର୍ବତନ ତଥା ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ଆଜି ରାୟ ଆସିବାକୁ…

ବଥୁଆ ଶାଗ କେବଳ ସ୍ୱାଦିଷ୍ଟ ନୁହେଁ ବରଂ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ ଲାଭଦାୟକ

ଶୀତଦିନ ଆରମ୍ଭ ହେବା ମାତ୍ରେ ବିଭିନ୍ନ ପ୍ରକାରର ପନିପରିବା ବଜାରରେ ଉପଲବ୍ଧ ହୋଇଥାଏ। ଏହି ଋତୁରେ ଅଧିକମାତ୍ରାରେ ପାଳଙ୍ଗ ଶାଗ ଓ ବଥୁଆ ଶାଗ ବଜାରରେ ମିଳିଥାଏ। ଏହାର ଚାହିଦା ବି ଖୁବ ରହିଛି। ଆପଣ ଜାଣନ୍ତି କି ପାଳଙ୍ଗ ଶାଗ ଭଳି ସାଧାରଣ ଦେଖାଯାଉଥିବା ବଥୁଆ ଶାଗ କେବଳ…

କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ସୁଧାର ଆସିନାହିଁ

ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଥିବା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ସୁଧାର ଆସିନାହିଁ। କିନ୍ତୁ ତାଙ୍କ ଇନ୍ଦ୍ରିୟମାନେ କାମ କରୁଥିବା ପରିଲକ୍ଷିତ ହୋଇଛି। ସେ କଥା ଶୁଣିବା ସହିତ ଆଖି ଓ ମୁଣ୍ଡ ହଲାଇ ପ୍ରତିକ୍ରିୟା ଦେଉଛନ୍ତି ବୋଲି ଚିକିତ୍ସା କରୁଥିବା…

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି , ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାଯୋଗ୍ୟ,…

ଆଜିର ରାଶିଫଳ

ମେଷ: ଆପଣଙ୍କର ସକାରାତ୍ମକତା ବଜାୟ ରହିବ। କାମରେ ମନ ଲାଗିବ। ବ୍ୟବସାୟ କରୁଥିବା ମହିଳାଙ୍କର ଆୟରେ ବୃଦ୍ଧି ହେବ। ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ। ‌ ବୃଷ: ସଠିକ୍ ଯୋଜନା ଦ୍ବାରା ନିଜ କ୍ୟାରିଅରରେ ପରିବର୍ତ୍ତନ ଆଣିବେ। ଗଣମାଧ୍ୟମ କର୍ମଚାରୀ ସୁବର୍ଣ୍ଣ ସୁଯୋଗ ପାଇବେ। ସାମାଜିକ…

ନୂଆପଡ଼ା ଉପନିର୍ବାଚନ ଫଳାଫଳରେ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନକରିଛନ୍ତି ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ କହିଛନ୍ତି, “ଯେଉଁ ଭୋଟ୍ ମେସିନ୍‌ରେ…

ସୋସିଆଲ ମିଡିଆ ଜରିଆରେ ଯନ୍ତ୍ରଣା ବଖାଣିଛନ୍ତି ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ

ନିକଟରେ ବିହାର ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏହି ନିର୍ବାଚନରେ ଆରଜେଡିର ପରାଜୟ ପରେ ଲାଲୁଙ୍କ ପରିବାର ମଧ୍ୟରେ ବିବାଦ ବୃଦ୍ଧି ପାଇଛି। ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟଙ୍କ ଏକ ବୟାନ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗତକାଲି ରୋହିଣୀ…