ଆଜି କଂଗ୍ରେସର ବିଧାନସଭା ଘେରାଉ

ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ବିଧାୟକଙ୍କୁ ବାଚସ୍ପତି ନିଲମ୍ବନ କଲେ । ନିଲମ୍ବନ ପରେ ବିଧାନସଭା ଭିତରେ ଓ ବାହାରେ ହାଇଡ୍ରାମା କଲେ । ମାର୍ସଲ ଓ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ ବି କଲେ । ଆଉ ଏବେ ବିଧାନସଭା ଘେରାଉ କରିବାକୁ ଚେତାବନୀ ଦେଇଛି କଂଗ୍ରେସ । ଆଜି କଂଗ୍ରେସ ବିଧାନସଭା ଘେରାଉ…

ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି ସୂର୍ଯ୍ୟକୁମାର ଯାଦବ

ସୂର୍ଯ୍ୟକୁମାର ଏବଂ ତାଙ୍କ ପତ୍ନୀ ଦେବୀଶା ଶେଟ୍ଟୀ ମୁମ୍ବାଇରେ ଦୁଇଟି ନୂତନ ଘର କିଣିଛନ୍ତି । ସୂର୍ଯ୍ୟକୁମାର ଯାଦବ ଦେଓନାରର ଗୋଦରେଜ ସ୍କାଏ ଟେରାସ୍‌ରେ ଦୁଇଟି ନୂତନ ଆପାର୍ଟମେଣ୍ଟ କିଣିଛନ୍ତି। ଏହାର ମୋଟ କାର୍ପେଟ କ୍ଷେତ୍ରଫଳ ପ୍ରାୟ ୪୨୨୨.୭୬ ବର୍ଗଫୁଟ। ସୂର୍ଯ୍ୟଙ୍କ ନୂତନ ଫ୍ଲାଟର ମୂଲ୍ୟ…

ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ବାସଭବନରୁ ବିପୁଳ ପରିମାଣର ନଗଦ ଟଙ୍କା ମିଳିଛି

ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶବନ୍ତ ବର୍ମାଙ୍କ ବାସଭବନରୁ ବିପୁଳ ପରିମାଣର ନଗଦ ଟଙ୍କା ମିଳିବା ନେଇ ଦିଲ୍ଲୀ ପୁଲିସ ମାମଲା ରୁଜୁ କରିଛି। ଡିସିପି ଦେବେଶ କୁମାର ମାହଲାଙ୍କ ନେତୃତ୍ବରେ ଜଣେ ଏସିପି, ପୁଲିସ ଟିମ୍ ଓ କ୍ୟାମେରା ଟିମ୍ ଆଜି ଜଷ୍ଟିସ୍ ବର୍ମାଙ୍କ ବାସଭବନରେ ପହଞ୍ଚି…

ମେଲବର୍ନରେ ଏକ ଲାଇଭ୍‌ ଶୋ’ରେ କାନ୍ଦିଲେ ନେହା କକ୍କର

ବଲିଉଡର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ନେହା କକ୍କର ଜଣେ। ଲୋକପ୍ରିୟତା ଯୋଗୁ ସମାନ ଶୋ’ରେ ବିଚାରପତି ଆସନ ସେ ଅଳଙ୍କୃତ କରିଛନ୍ତି। ସାରା ବିଶ୍ୱରେ ନେହା ଲାଇଭ୍‌ କନସର୍ଟ କରିଥାନ୍ତି। ହେଲେ ଏବେ ଏକ ଲାଇଭ୍‌ ଶୋ’ରେ ତାଙ୍କୁ ଭୋ ଭୋ ହୋଇ କାନ୍ଦୁଥିବା ଦେଖିବାକୁ ମିଳିଛି । ଅଷ୍ଟ୍ରେଲିଆର…

ଜାଣନ୍ତୁ ଆଜି ବ୍ୟବସାୟ କ୍ଷେତ୍ରରେ କେଉଁ ରାଶିକୁ ସଫଳତା ମିଳିବ

ମେଷ : କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା ଯୋଗୁ ଦ୍ୱିଜା ନକ୍ଷତ୍ର ଆନନ୍ଦିତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହୋଇଯିବ। ପରିବାରର ବରାଦ ମୁତାବକ ଗୃହକୁ…

ବୋଲେରୋକୁ  ଧକ୍କା ଦେଲା ହାଇୱା , ଘଟଣାସ୍ଥଳରେ ଚାଲିଗଲା ୩ ବିଦ୍ୟୁତ କର୍ମଚାରୀଙ୍କ ଜୀବନ

ବୋଲେରୋକୁ  ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ ଚାଲିଗଲା ୩ ବିଦ୍ୟୁତ କର୍ମଚାରୀଙ୍କ ଜୀବନ ।   ଦୁଇ ଜଣ ଆହତ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି ।  ସମ୍ବଲପୁର -ସୁବର୍ଣ୍ଣପୁର ରାସ୍ତାର ଉଲୁଣ୍ଡା ଥାନା ମାଟୁପାଲି ଛକରୁ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଦୃଶ୍ୟ ସାମ୍ନାକୁ ଆସିଛି  । ୫ଜଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ନୀତି ବିଶ୍ୱ ଅର୍ଥନୀତି ପାଇଁ ବିପଦ ସୃଷ୍ଟି କରିବ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ନୀତି ବିଶ୍ୱ ଅର୍ଥନୀତି ପାଇଁ ବିପଦ ସୃଷ୍ଟି କରିଛି। ଏହା ଅନ୍ତର୍ଜାତୀୟ ବାଣିଜ୍ୟ ଉପରେ ମଧ୍ୟ ପ୍ରଭାବ ପକାଇବାର ସମ୍ଭାବନା ରହିଛି। ଭାରତ ମଧ୍ୟ ଏପ୍ରିଲ ୨ ତାରିଖରୁ ଟ୍ରମ୍ପଙ୍କ ପ୍ରତିଶୋଧମୂଳକ ଶୁଳ୍କର ବିପଦର ସମ୍ମୁଖୀନ ହେଉଛି। ଟ୍ରମ୍ପ…

ରାସ୍ତା ଉପରେ ବୁଲାଗୋରୁଙ୍କ ଚଳପ୍ରଚଳ ଯୋଗୁ ଅଟକିଲା ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଗାଡ଼ି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ବୁଧବାର ପୁରା ଆକ୍ସ ମୋଡରେ ଦେଖିବାକୁ ମିଳିଛି। ଦିଲ୍ଲୀର ସଡ଼କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ ହଠାତ ଅଟକିବା ପରେ ତାଙ୍କୁ ଚାଲି ଚାଲି ଯିବାର ଦେଖିବାକୁ ମିଳିଥିଲା। ପୀତମପୁରାରେ ରେଖା ବିକାଶକାର୍ଯ୍ୟର ସମୀକ୍ଷା କରିଥିଲେ। ମେଟ୍ରୋ ପିଲାରରୁ…

ଆଇପିଏଲ ମହାସମର : କୋଲକାତା ନାଇଟ୍ ରାଇଡର୍ସ ପାଇଁ ବିଜୟ ଲକ୍ଷ୍ୟ ୧୫୨ ରନ୍

ଆଇପିଏଲ ୨୦୨୫ ସିଜିନ୍ -୧୮ର ଷଷ୍ଠ ମ୍ୟାଚ୍ ବୁଧବାର ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍) ଏବଂ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ମଧ୍ୟରେ ଖେଳାଯାଉଛି। ମ୍ୟାଚ୍‌ରେ କୋଲକାତା ନାଇଟ୍ ରାଇଡର୍ସ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

ସାଧାରଣ ପ୍ରଶାସନ ଓ ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ବେଳେ ବିରୋଧୀମାନଙ୍କୁ ଟାର୍ଗେଟ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ

ସାଧାରଣ ପ୍ରଶାସନ ଓ ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀମାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ଶ୍ରୀ ମାଝୀ କହିଛନ୍ତି ଯେ, ବିରୋଧୀ ଦଳ ଆଲୋଚନାରେ ଭାଗ ନେଇଥିଲେ ଭଲ ହୋଇଥାନ୍ତା। ଗୃହ ବିଭାଗ ସରକାରର ଭାବମୂର୍ତ୍ତିକୁ ଉପସ୍ଥାପନ କରେ। ଗୃହ ବିଭାଗର…