ଆଇପିଏଲର 5ମ ମ୍ୟାଚ : ଆଜି ଗୁଜୁରାଟ – ପଞ୍ଜାବ ଲଢେଇ

ଚଳିତ ଆଇପିଏଲ୍‌ର ୫ମ ମ୍ୟାଚ୍‌ରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ଗୁଜରାଟ ଟାଇଟାନ୍ସ ଓ ପଞ୍ଜାବ କିଙ୍ଗ୍‌ସ। ଆଜି ଉଭୟ ଦଳ ସେମାନଙ୍କ ପ୍ରଥମ ମ୍ୟାଚ୍‌ ଖେଳିବେ। ୨୦୨୨ରେ ଆଇପିଏଲ୍‌ ପଦାର୍ପଣ କରି ଗୁଜରାଟ ଚମ୍ପିଆନ୍‌ ହୋଇଥିଲା। ପରବର୍ଷ ଏହା ଉପବିଜେତା ହୋଇଥିଲା। ହେଲେ ଗତବର୍ଷ ଗୁଜରାଟ…

ଆର୍‌ଏସ୍‌ଏସ୍‌ର ଶିକ୍ଷା ଦେଶକୁ ଧ୍ୱଂସ କରିଦେବ କହିଲେ ରାହୁଲ ଗାନ୍ଧୀ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯଦି ଶିକ୍ଷା ବ୍ୟବସ୍ଥାକୁ ପୂର୍ଣ୍ଣ ନିୟନ୍ତ୍ରଣକୁ ନିଏ ତେବେ ଦେଶ ଧ୍ୱଂସ ହୋଇଯିବ ବୋଲି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର କହିଛନ୍ତି। ଇଣ୍ଡିଆ ବ୍ଲକ୍‌ର ଦଳଗୁଡ଼ିକ ମଧ୍ୟରେ ନିଜସ୍ବ ବିଚାରଧାରା ଏବଂ ନୀତିକୁ ନେଇ ସାମାନ୍ୟ…

ଜାଣନ୍ତୁ କେମିତି କଟିବ ଆଜିର ଦିନ ?

ମେଷ : ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟାକରି ବିଫଳ ହେବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାର ସୂଚନା ରହିଛି।…

କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

କଣ୍ଟିଲୋ ଯାଇ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମର୍ମୁ ।  ନୀଳମାଧବଙ୍କୁ ଦର୍ଶନ ପରେ ବିଶ୍ବାବସୁଙ୍କ ଗାଁ କାଳିଆପଲ୍ଲୀ ଯାଇଛନ୍ତି।  କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ଏହାପରେ ବିଶ୍ୱାବସୁଙ୍କ…

ବିବାହ ବନ୍ଧନରେ ଆୟେଶା କପୁର ଓ ଆଡାମ ଓବରୟ

ବଲିଉଡର ବରିଷ୍ଠ ଅଭିନେତା ଅମିତାଭ ବଚ୍ଚନଙ୍କ ବ୍ଲାକ ମୁଭିରେ ଜଣେ ଛୋଟ ଝିଅ ରାଣୀ ମୁଖାର୍ଜୀଙ୍କ ଛୋଟବେଳର ରୋଲ ପ୍ଲେ କରିଥିଲେ। ତାଙ୍କ ନାଁ ହେଲା ଆୟେଶା କପୁର। କୁନି ଝିଅଟି ଦେଖିପାରୁ ନ ଥିଲେ। ତାଙ୍କର ଜବରଦସ୍ତ ଅଭିନୟ ଏବେବି ଲୋକଙ୍କୁ ମନେପଡ଼ିଯାଉଛି ଯେ, ଅଭିନୟ ସେତିକି ହୃଦୟସ୍ପର୍ଶୀ…

ଭୂକମ୍ପରେ ଥରିଲା ଲେହ ଲଦାଖ

ଲେହ ଲଦାଖ ଅଞ୍ଚଳରେ ସୋମବାର ସକାଳୁ ସକାଳୁ ୩.୬ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି (ଏନସିଏସ) ଅନୁଯାୟୀ, ଏହି ଭୂକମ୍ପ ଆଜି ଭୋର ୪:୩୨:୫୮ ରେ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଲେହ ଲଦାଖରେ ୩୪.୩୫ ଉତ୍ତର ଅକ୍ଷାଂଶ ଏବଂ ୭୮.୦୬ ପୂର୍ବ…

ନାଗପୁର ହିଂସାର ମାଷ୍ଟରମାଇଣ୍ଡ ଫହୀମ ଖାନଙ୍କ ଘର ଉପରେ ଚାଲିଲା ବୁଲଡୋଜର

ନାଗପୁର ହିଂସାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଥିବା ଫହୀମ ଖାନଙ୍କ ଘର ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଏବଂ ପ୍ରଶାସନର ଉପସ୍ଥିତିରେ ଫହିମ ଖାନଙ୍କ ବେଆଇନ ନିର୍ମାଣ ଉପରେ ବୁଲଡୋଜର ଚଲାଯାଉଛି। ଘରଟି ଫହିମଙ୍କ ସ୍ତ୍ରୀଙ୍କ ନାମରେ ପଞ୍ଜିକୃତ। ଘରଟି ୮୬.୪୮ ବର୍ଗ…

ଏମ୍‌ପିଙ୍କ ଦରମା ବୃଦ୍ଧି କଲେ କେନ୍ଦ୍ର ସରକାର

କେନ୍ଦ୍ର ସରକାର ସୋମବାର ଏମ୍‌ପିଙ୍କ ଦରମା ବୃଦ୍ଧି ଘୋଷଣା କରିଛନ୍ତି। ୧ ଏପ୍ରିଲ ୨୦୨୩ରୁ ଏମପିମାନେ ୧ ଲକ୍ଷ ଟଙ୍କା ବଦଳରେ ୧.୨୪ ଲକ୍ଷ ଟଙ୍କା ଦରମା ପାଇବେ। ସରକାରଙ୍କ ଦ୍ୱାରା ଏମ୍‌ପିଙ୍କ ପେନସନ ଏବଂ ଭତ୍ତା ମଧ୍ୟ ବୃଦ୍ଧି କରାଯାଇଛି। ଏହି ପରିବର୍ତ୍ତନଗୁଡ଼ିକ ସଂସଦ ସଦସ୍ୟଙ୍କ ଦରମା,…

ବନ୍ଦ ହେଲା ହାସ୍ୟ ଅଭିନେତା କୁନାଲ କାମରାଙ୍କ ଷ୍ଟୁଡ଼ିଓ

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ପକ୍ଷ ପରିବର୍ତ୍ତନ କରିବା ପାଇଁ ସମାଲୋଚନା କରି ହାସ୍ୟ ଅଭିନେତା କୁନାଲ କାମରାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ହାସ୍ୟ ଅଭିନେତା କୁନାଲ କାମରାଙ୍କର ଏକ ଭିଡିଓ ସାମ୍ନାକୁ ଆସିବାର କିଛି ଘଣ୍ଟା ପରେ ତାଙ୍କ ବିରୋଧରେ ମାମଲା ରୁଜୁ…

ଯେଉଁମାନଙ୍କ ରକ୍ତରେ ‘ଦେଶଦ୍ରୋହ’ ଅଛି, ସେମାନେ କେବେ ଶିବସୈନିକ ହୋଇପାରିବେ ନାହିଁ – ଉଦ୍ଧବ…

ବ୍ୟଙ୍ଗକାର କୁନାଲ କାମରାଙ୍କ ବ୍ୟଙ୍ଗଗୀତ ସମ୍ପର୍କରେ ୟୁବିଟି ମୁଖ୍ୟ ଉଦ୍ଧବ ଠାକରେ କହିଛନ୍ତି ଯେ ମୁଁ ଭାବୁନାହିଁ ଯେ କୁନାଲ କାମରା କିଛି ଭୁଲ କହିଛନ୍ତି। ଯିଏ ବିଶ୍ୱାସଘାତକ, ସେ ବିଶ୍ୱାସଘାତକ। ତାଙ୍କ ଗୀତରେ କୌଣସି ଭୁଲ ନାହିଁ। ସମ୍ପୂର୍ଣ୍ଣ ଗୀତଟି ଶୁଣନ୍ତୁ ଏବଂ ଅନ୍ୟମାନଙ୍କୁ ମଧ୍ୟ…